ତାଳଚେରରେ ବ୍ରଜକିଶୋର ୧୫୩୯୬ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୯ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୫୩୯୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ ବ୍ରଜକିଶୋରଙ୍କୁ ୧୯୪୪ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାର କାଳନ୍ଦୀ ସାମଲଙ୍କୁ ୧୫୧୦ ଖଣ୍ଡ ଭୋଟ ପାଇଛନ୍ତି।