ତାଳଚେରରେ ବ୍ରଜକିଶୋର ୨୩୦୯୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୮ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୨୩୦୯୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ ବ୍ରଜକିଶୋରଙ୍କୁ ୨୧୪୭ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପାର କାଳନ୍ଦୀ ସାମଲଙ୍କୁ ୧୮୬୨ଖଣ୍ଡ ଭୋଟ ମିଳିଛି।