ତାଳଚେରରେ ବ୍ରଜକିଶୋର ୨୭୨୫ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୮୩୦୯ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର କାଳନ୍ଦୀ ସାମଲ ୫୫୮୪ ଖଣ୍ଡ ଭୋଟ ପାଇଛନ୍ତି। ଫଳରେ ବ୍ରଜ କାଳନ୍ଦୀଙ୍କଠାରୁ ୨୭୨୫ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।