ତାଳଚେରରେ ବ୍ରଜକିଶୋର ୫୩୬୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୫୩୬୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୧୫୯୭୮ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୧୦୬୧୫ ଖଣ୍ଡ ଭୋଟ ପାଇଛନ୍ତି।