ତାଳଚେରରେ ବ୍ରଜକିଶୋର ୬୭୭୫ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୯ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୬୭୭୫ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୨୧୫୬୬ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୧୪୭୯୧ ଖଣ୍ଡ ଭୋଟ ପାଇଛନ୍ତି।