ତାଳଚେରରେ ବ୍ରଜକିଶୋର ୭୧୮୧ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୭୧୮୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୨୪୨୪୪ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୧୭୦୬୩ ଖଣ୍ଡ ଭୋଟ ପାଇଛନ୍ତି।