ତିହିଡ଼ିରେ ବିଜେଡିର ରଜ ଭେଟ: ପରାଜୟର ସମୀକ୍ଷା କଲେ ନେତା

ତିହିଡି,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନ ମଣ୍ତଳି ତିହିଡି ବ୍ଲକ ଅଧୀନ ଦୋଳସାହି ପଞ୍ଚାୟତର ବାସନ୍ତି ପଡିଆରେ ରବିବାର ମଧ୍ୟାହ୍ନରେ ବିଜେଡିର ରଜ ଭେଟି ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳାକାନ୍ତ ଭୋଇଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତରୁ ଦଳୀୟ ନେତାମାନେ ଯୋଗ ଦେଇ ଧାମନଗର ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ପରାଜୟର ସମୀକ୍ଷା କରିଥିଲେ। ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ଧାମନଗର ବ୍ଲକ ଅଧ୍ୟକ୍ଷ ଅଶୋକ ନାୟକ, ସରପଞ୍ଚ ମିନତୀଲତା ଦାସ, ଶଶଧର ସାମଲ ଓ ଭାଗିରଥି ଦାସ, ଯୁବନେତା ବିକ୍ରମ ଦାସ, ଗଣେଶ ପ୍ରସାଦ ବିଶ୍ୱାଳ ପ୍ରମୁଖ ଯୋଗ ଦେଇ ପରାଜୟର ସମୀକ୍ଷା କରିବା ସହ ଆଗାମୀ ଦିନର କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୯ ପଦବୀ ପାଇଁ ମଇଦାନରେ ୩୬ ପ୍ରାର୍ଥୀ

ବାଲେଶ୍ୱର,୨୯ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ପୂର୍ବାହ୍ନ ୭ଟା ୩୦ରୁ ଆରମ୍ଭ ହୋଇଛି। ଚଳିତ ନିର୍ବାଚନରେ ୧୯ ପଦବୀ ପାଇଁ ୩୬ ଜଣ...

ଓଡ଼ିଶାର ୨ ଜିଲାରେ ଭୂକମ୍ପ ଅନୁଭୂତ: ଲୋକେ ଭୟଭୀତ

ଭୋଗରାଇ, ୨୮l୩ (ପ୍ରଦୀପ ଦାସ): ମ୍ୟାନମାରରେ ହୋଇଥିବା ୨ଟି ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ଓଡିଶା ସୀମାନ୍ତ ବାଲେଶ୍ୱର ଓ ମୟୁରଭଞ୍ଜ ଜିଲାରେ ମୃଦୁ କମ୍ପନ ଅନୁଭୂତ...

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ସୋର,୨୫।୩: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ଟ୍ରେନ୍‌ର ୪ଟି ବଗିରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଖବର...

ଘରେ ପଶି ଯୁବକଙ୍କୁ ହାଣି ଲୁଟିନେଲେ…

ବାଲେଶ୍ବର,୨୪।୩: ବାଲେଶ୍ବର ଜିଲା ସିମୁଳିଆ ଥାନା ବାଟି ପଞ୍ଚାୟତ ବଣଗଢ଼ିଆ ଗାଁରେ ଏକ ବଡ଼ ଧରଣର ଲୁଟ୍‌ ହୋଇଛି। ଗାଁର ଆନନ୍ଦ ବେହେରାଙ୍କ ଘରେ ୫ଜଣ...

ଯୁବକଙ୍କୁ ଗୁଳିମାଡ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ

ବାଲେଶ୍ୱର,୧୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ନିମା ଗ୍ରାମର ଯୁବକଙ୍କୁ ଗୁଳିମାଡ। ଗୁଳିମାଡ଼ରେ ଆହତ ଯୁବକଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ...

୭ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟ

ବାଲେଶ୍ୱର,୧୭।୩(ବାଞ୍ଛାନିଧି ଦେ)- ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ରୂପସା ସାମିଲ ହାସନପୁର ଗ୍ରାମରେ ଏକ ବଡ଼ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ...

ଦୁଇ ବାଇକ୍‌ ମଧ୍ୟରେ ଧକ୍କା, ଚାଲିଗଲା ମଠ ମହନ୍ତ ସ୍ବାମୀ ଅଭୟାନନ୍ଦ ସରସ୍ବତୀଙ୍କ ଜୀବନ

ପାଟଣା,୧୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ଗୋରାଣ୍ଡି ଯୋଡି ନିକଟରେ ଶନିବାର ଅପରାହ୍ନରେ ଦୁଇ ବାଇକ...

କୋର୍ଟରେ ହାଜର ପରେ ଜେଲ୍‌ ଗଲେ ରାଜା ଚକ୍ର

ବାଲେଶ୍ୱର,୧୪ା୩(ବାଞ୍ଛାନିଧି ଦେ): ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗାନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ୍‌ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ଲିଃ ରେ ବହୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image