ତୃତୀୟ ରାଉଣ୍ଡ ଶେଷ: ହିନ୍ଦୋଳରେ ସୀମାରାଣୀ ନାୟକ ଆଗୁଆ

ହିନ୍ଦୋଳ, ୧୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡିର ସୀମାରାଣୀ ନାୟକ ଆଗୁଆ ଅଛନ୍ତି। ତାଙ୍କୁ ୭୨୮୦ ଭୋଟ ମିଳିଛି। ସେହିପରି ଭାଜପାର ଅଶୋକ ନାଏକ ୬୮୮୭ ଏବଂ କଂଗ୍ରେସର ତ୍ରିନାଥ ବେହେରା ୯୪୯ ଭୋଟ ପାଇଛନ୍ତି।

Share