Posted inଜାତୀୟ

ତ୍ରୟମ୍ବକେଶ୍ୱର ମନ୍ଦିରରେ ପଶିଲା ବନ୍ୟାଜଳ

ନାସିକ,୪।୮: ମହାରାଷ୍ଟ୍ରରେ ଚଳିତ ବର୍ଷ ବନ୍ୟାରେ ସ୍ଥିତି ଗମ୍ଭିର ହୋଇଛି। ଏଠାକାର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ମୁମ୍ବାଇ ସହର ଏବେବି ଜଳବନ୍ଦୀ ହୋଇ ରହିଛି। ଇତିମଧ୍ୟରେ ନାସିକର ତ୍ରୟମ୍ବକେଶ୍ୱର ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଥିବା ଦେଖାଯାଇଛି। ଫଳରେ ମନ୍ଦିର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ଏପଟେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଲଗାଣ ବର୍ଷା ଫଳରେ ମହାରାଷ୍ଟ୍ରରେ ଅଧିକାଂଶ ଅଞ୍ଚଳ ଜଳମଗ୍ନ ହେବା ସହ ଲକ୍ଷାଧିକ ଲୋକ ପ୍ରଭାବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ବାଇଡେନଙ୍କ ସହ ତୁଳନା କଲେ ରାହୁଲ, କହିଲେ ଉଭୟଙ୍କୁ ହୋଇଛି ସମାନ ରୋଗ

ନୂଆଦିଲ୍ଲୀ,୧୬।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ପ୍ରଚାର ସମୟରେ ଲୋକ ସଭାରେ ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ଶନିବାର (ନଭେମ୍ବର ୧୬) ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଆତଙ୍କବାଦୀ ଏବେ ନିଜ ଘରେ ବି ସୁରକ୍ଷିତ ରହିପାରିବେ ନାହିଁ, ପଡୋଶୀ ଦେଶକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୧୬।୧୧: ଆତଙ୍କବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏପରି ଏକ ସମୟ ଥିଲା ଯେତେବେଳେ...

ଜମ୍ମୁ-କଶ୍ମୀରରେ ରେକର୍ଡ ଭାଙ୍ଗିଲା ବେକାରୀ ସମସ୍ୟା, ୩.୫୨ ଲକ୍ଷ ବେରୋଜଗାର

ଶ୍ରୀନଗର,୧୬।୧୧: ଜମ୍ମୁ କଶ୍ମୀରରେ ବେକାରୀ ହାରରେ ବୃଦ୍ଧି ଘଟିଛି। ଜମ୍ମୁ କଶ୍ମୀର ସରକାରଙ୍କ ନିଯୁକ୍ତି ନିର୍ଦ୍ଦେଶାଳୟ (DoE) ର ତଥ୍ୟ ଅନୁଯାୟୀ ୨୦୨୪ର ପ୍ରଥମ ତ୍ରୟମାସିକରେ...

ରାହୁଲ ଗାନ୍ଧୀଙ୍କ ବ୍ୟାଗ୍‌ ଯାଞ୍ଚ କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୬।୧୧: ନିର୍ବାଚନ ଆୟୋଗ ଅଧିକାରୀମାନେ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବ୍ୟାଗ ଯାଞ୍ଚ କରିଛନ୍ତି। ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲଙ୍କ ବ୍ୟାଗରେ...

ଇସ୍ତଫା ଦେଲେ ସୁଖବୀର ସିଂ

ଚଣ୍ଡୀଗଡ,୧୬।୧୧: ଇସ୍ତଫା ଦେଇଛନ୍ତି ଶିରୋମଣି ଅକାଳୀ ଦଳ ସଭାପତି ସୁଖବୀର ସିଂ ବାଦଲ। ସେ ଦଳର ଅଧକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ନେତୃତ୍ୱରେ ବିଶ୍ୱାସ...

ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ଝଟ୍‌କା, କାରଣ ଜାଣିଲେ…

ଅମରାବତୀ,୧୬।୧୧: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଲାଗିଛି ଶକ୍ତ ଝଟ୍‌କା। କାରଣ ତାଙ୍କ ଭାଇ ତଥା ଟିଡିପିର ପୂର୍ବତନ ବିଧାୟକ ନାରା ରାମମୂର୍ତ୍ତିଙ୍କ ଦେହାନ୍ତ ହୋଇଛି...

୩୭୦ ଧାରାକୁ ନେଇ କଂଗ୍ରେସର ୟୁଟର୍ନ, ରାଗିଗଲେ ଓମାର ଅବଦୁଲ୍ଲା

ନୂଆଦିଲ୍ଲୀ,୧୬।୧୧: ଚଳିତ ନିର୍ବାଚନରେ ଜମ୍ମୁ କଶ୍ମୀରରେ ନାଶନାଲ କନଫରେନ୍ସ କଂଗ୍ରେସ ସହ ମେଣ୍ଟ କରି ସରକାର ଗଠନ କରିଛି। ତେବେ ନିଜ ମନ ମୁତାବକ ପଦ...

ସରକାରକୁ ଆସିବାର ୪୮ ଘଣ୍ଟା ମଧ୍ୟରେ ଆମେ ନେବୁ ଏହି ନିଷ୍ପତ୍ତି: ନିର୍ବାଚନ ପୂର୍ବରୁ ରାଜ ଠାକ୍‌ରେଙ୍କ ବଡ଼ ଘୋଷଣା

ପୁଣେ,୧୬।୧୧: ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ ଠାକରେ ରାଜ୍ୟକୁ ସମୃଦ୍ଧ କରିବା ପାଇଁ ତାଙ୍କ ଦଳକୁ ଭୋଟ ଦେବାକୁ ନାଗରିକମାନଙ୍କୁ ଅନୁରୋଧ କରିଛନ୍ତି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri