ଥରିଲା ପାପୁଆ ନିଉ ଗିନି

ପୋର୍ଟ ମୋରସିବାୟ,୯।୨: ରିକ୍ଟର ସ୍କେଲରେ ୬.୨ ତୀବ୍ରତାର ଏକ ଭୂକମ୍ପ ରବିବାର ସକାଳେ ପାପୁଆ ନିଉ ଗିନିରେ ଅନୁଭୂତ ହୋଇଛି। ଏଥିରେ ମୃତାହତ ବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ଏହାକୁ ନେଇ ସୁନାମୀ ସତର୍କତା ମଧ୍ୟ ଜାରି କରାଯାଇନାହିଁ।

Share