ଥରିଲା ପିଓକେ

ଇସ୍‌ଲାମାବାଦ,୬।୧୦: ପିଓକେ ବା ପାକ୍‌ ଅଧିକୃତ କଶ୍ମୀରରେ ରବିବାର ଏକ ଭୂକମ୍ପ ଅନୁଭୁତ ହୋଇଥିଲା। ଯଦିଓ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୮ ଥିଲା ତେବେବି ଏଥିରେ ଏକ ଘର ଭୁଷୁଡି ଯିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଆହତ ହୋଇଥିବା କୁହାଯାଉଛି। ସକାଳ ପ୍ରାୟ ୧୦ଟା ୨୮ରେ ୨-୩ ସେକେଣ୍ଡ ପାଇଁ ଏହି ଭୂକମ୍ପ ଅନୁଭୁତ ହୋଇଥିଲା।

Share