Categories: ଜାତୀୟ

ଥରିଲା ମହାରାଷ୍ଟ୍ର

ପାଲଘର,୧୪।୧୨: ମହାରାଷ୍ଟ୍ରରେ ଶନିବାର ସକାଳେ ଏକ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୮ ସକାଳ ପ୍ରାୟ ୫ଟା ୨୨ରେ ଏହି ଭୂକମ୍ପ ହୋଇଛି। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୩ଟି ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି।

Share