ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ରାୟଗଡ଼ା,୧୭।୨୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଶନିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌ ଘଟି ଅଶାନ୍ତ ହୋଇଛି। ଏଭଳିକି ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଓ ପରେ ମାରପିଟ୍‌ ହୋଇଥିବା ଜଣାପଡିଛି। ଏହାପରେ ସହରର ଶାନ୍ତି ଶୃଙ୍ଖଳା ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ ହୋଇଛନ୍ତି। ସୂଚନା ମୁତାବକ ସନ୍ଧ୍ୟାରେ ବିଦ୍ୟାନଗରରେ ଥିବା ଏକ ବେସରକାରୀ କାର୍ଯ୍ୟାଳୟରେ ଗଣ୍ଡଗୋଳ ସୂତ୍ରପାତ ହୋଇଥିଲା। ଉକ୍ତ କାର୍ଯ୍ୟାଳୟ ପରିସରରେ ଆକ୍ରମଣ ଅଭିଯୋଗ ହୋଇଛି। ଏହାପରେ ରାୟଗଡ଼ା ଥାନାରେ ଅଭିଯୋଗ କରିବାପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ସେହି ସମୟରେ ହଠାତ୍‌ ଥାନା ସମ୍ମୁଖରେ ପୁଣି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌ ହୋଇ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। ରାୟଗଡ଼ା ଥାନା ଆଇଆଇସି କେକେବିକେ କହଁରଙ୍କ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ ଚାଲିଥିବା ପରିଲିକ୍ଷିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାବିଥିଲେ ଆଜି କରିଦେବେ ମାସଟା ଯାକକ ବେପାର ହେଲେ ରାସ୍ତାରେ ଜଗିଥିଲା ଯମ …

ଜଗତସିଂହପୁର,୧୭।୧୧: ଆଜି ଝାଡ଼ ଖାଇ ପ୍ରତିଟି  ଆମିଷ ବେପାରୀ ଭାବିଥାନ୍ତି ତାଙ୍କ ମାସଟା ଯାକର ବେପାର  ଆଜି କରିବାକୁ । ହେଲେ ସକାଳୁ ସକାଳୁ ମାଛ...

ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି

ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ...

ପିକ୍‌ନିକ୍‌ ପାଇଁ ଯାଉଥିଲେ, କେନ୍ଦୁଘାଟିରେ ଓଲଟି ପଡ଼ିଲା ଟ୍ରାଭଲର୍‌; ଚାଲିଗଲା ଜଣଙ୍କର ଜୀବନ, ୧୧ ଆହତ

ଗଜପତି,୧୭।୧୧ (ଗିରିଧାରୀ ପରିଛା) – ପିକ୍‌ନିକ୍‌ ଯିବା ହେଲା କାଳ। ପୁଣି ଗଜପତି ଜିଲା ମୋହନା କେନ୍ଦୁଘାଟିରେ ରବିବାର ଦୁର୍ଘଟଣା ଘଟିଛି। ଟ୍ରାଭଲର ଭ୍ୟାନ୍‌ ଓଲଟି...

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଭବାନୀପାଟଣା ସଦର ବିଧାୟକ

ଥୁଆମୂଳ ରାମପୁର,୧୭।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବିଧାୟକ ସାଗର ଚରଣ ଦାସ ନିଜ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଜିଲାର...

ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ

ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ...

ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି...

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ...

୪ ବର୍ଷ ପରେ ଆସିଲା ରାୟ: ଦୋଷୀଙ୍କୁ ମିଳିଲା ୧୦ ବର୍ଷ ଜେଲ୍‌ଦଣ୍ଡ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ୨୦୨୧ ଡିସେମ୍ବର ୨୧ତାରିଖରେ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ସେକ୍ଟର-୨୧ ସ’ ମିଲ୍‌ ଛକରେ ୨ଜଣ ଯୁବତୀଙ୍କୁ ଅଶାଳୀନ ଭାଷାରେ କମେଣ୍ଟମରାକୁ ବିରୋଧ କରିବାରୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri