Categories: ଜାତୀୟ

ଦଳ ବିରୋଧୀ କାର୍ଯ୍ୟ ପାଇଁ ଜ୍ୟୋତିରାଦିତ୍ୟ କଂଗ୍ରେସରୁ ବହିଷ୍କୃତ

ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରଦେଶରେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଅଭିଯୋଗରେ କଂଗ୍ରେସରୁ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବହିଷ୍କାର କରାଯାଇଛି। ଏନେଇ କଂଗ୍ରେସର ବରିଷ୍ଠ ସଦସ୍ୟ କେ.ସି. ବେଣୁଗୋପାଳ ସୂଚନା ଦେଇଛନ୍ତି। ଜ୍ୟୋତିରାଦିତ୍ୟ ନିଜ ଇସ୍ତଫା ଦେଇ ଏହାର ଏକ ଫଟୋ ନିଜ ଟୁଇଟର ହ୍ୟାଣ୍ଡେଲର ଶେୟାର କରିଥିଲେ। ପରେ ପରେ କଂଗ୍ରେସ ପକ୍ଷରୁ ବେଣୁଗୋପାଳ ଏଭଳି ବିବୃତ୍ତି ଜାରି କରିଥିଲେ।

Share