Categories: ଜାତୀୟ

ଦିଦିଙ୍କ ଗଡ଼ରେ ସର୍ଜିକାଲ ଷ୍ଟାଇକ୍‌

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୂଟନୀତି ଏଠାରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବାକୁ ସକ୍ଷମ ହୋଇଛି। ଫଳରେ ପଶ୍ଚିମବଙ୍ଗର ୪୨ ଲୋକ ସଭା ଆସନ ମଧ୍ୟରୁ ଭାଜପା ୧୭ରେ ଆଗୁଆ ଥିବାବେଳେ ତୃଣମୂଳ କଂଗ୍ରେସ ୨୪ ଆସନରେ ଆଗୁଆ ଅଛି। ୨୦୧୪ରେ ଏଠାରେ ତୃଣମୂଳ ୩୫ ଆସନ ଦଖଲ କରିଥିଲା।

Share