ଦିନକ ପରେ ବଦଳିଲା ନିର୍ଦ୍ଦେଶ: ହେବନାହିଁ ଡିଏଲ୍‌/ଏଲ୍‌ଏଲ୍‌ ଟେଷ୍ଟ; ଆର୍‌ଟିଓ୍‌କୁ ନ ଯିବାକୁ ପରାମର୍ଶ

କଟକ ଅଫିସ,୧୧।୬- କରୋନା ସଂକ୍ରମଣ ଯୋଗୁ ମାର୍ଚ୍ଚ ୧୮ ତାରିଖ ପରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟିଂ ବନ୍ଦ ରହିଛି। ଏହାକୁ ପୁନଃ ଚାଲୁ କରିବା ପାଇଁ ବୁଧବାର ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ପକ୍ଷରୁ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ଏହାକୁ ବାତିଲ କରାଯାଇଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟ ବନ୍ଦ ରହିବ ବୋଲି କୁହାଯାଇଛି। ଏଣୁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ୍‌)କୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

Share