ଦିଲ୍ଲୀରୁ ଗହଣା ଚୋରି ଅଭିଯୋଗରେ ୨ ଗିରଫ

ସୋର, ୨୭ା୭(ଡି.ଏନ.ଏ.)-ଦିଲ୍ଲୀରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଚୋରି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ସୋର ଥାନା ଅଧୀନ ରଘୁନାଥପୁର ଗ୍ରାମର କରୁଣାକର ଦାସଙ୍କୁ ସୋର ପୋଲିସ ଗିରଫ କରି ଦିଲ୍ଲୀ ପୋଲିସକୁ ହସ୍ତାନ୍ତର କରିଥିଲା। ବାଲେଶ୍ୱର ଷ୍ଟେଶନରୁ ଦିଲ୍ଲୀ ପୋଲିସକୁ ଚକମା ଦେଖାଇ କରୁଣାକର ଖସି ପଳାଇବାରେ ସକ୍ଷମ ହୋଇଥିଲେ। ଏବେ ଏହି ଘଟଣାରେ ସୋର ପୋଲିସ ସହାୟତାରେ ଦିଲ୍ଲୀ ପୋଲିସ ଏକ ୫ ଜଣିଆ ଟିମ୍‌ ଅନ୍ୟ ୨ ଅଭିଯୁକ୍ତଙ୍କୁ ଗୁରୁବାର ରାତିରେ ଗିରଫ କରିଛି। ରଘୁନାଥପୁର ଗ୍ରାମର ଗୈାରାଙ୍ଗ ମଲ୍ଲିକ ଓ ଶ୍ରୀଧର ମଲ୍ଲିକଙ୍କୁ ଚାନ୍ଦିପୁର ଓ ସୋର ଦାଣ୍ଡପଳସାରୁ ଗିରଫ କରାଯାଇଛି। ଏବେ ଏହି ଦୁଇ ଜଣଙ୍କୁ ଦିଲ୍ଲୀ ପୋଲିସ ସୋର ଥାନାରେ ଅଟକ ରଖି ପଚରାଉଚରା କରୁଛି। ଶନିବାରୀ ଅଭିଯୁକ୍ତଦ୍ୱୟଙ୍କୁ ବାଲେଶ୍ୱର କୋର୍ଟରେ ହାଜର କରାଯିବା ପରେ ଦିଲ୍ଲ ନିଆଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଉଚ୍ଛେଦ ହେବ ଜବରଦଖଲ

ପାଟଣା,୨୪/।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ଥିକରଣ ସକାଶେ ଜବରଦଖଲ ଉଚ୍ଛେଦ ପାଇଁ ଘୋଷଣା କରିଛି।...

Pahalgam Terror Attack: ନିସ୍ତବ୍ଧ ଇଶାଣୀ ଗାଁ

ବାଲେଶ୍ୱର, ୨୪।୪(ବାଞ୍ଛାନିଧି ଦେ):ବାଲେଶ୍ୱର ସଦର ବ୍ଲକ ସାରଗାଁ ପଞ୍ଚାୟତ ଅଧୀନ ଇଶାଣୀ ଗାଁ ଏବେ ନିସ୍ତବ୍ଧ। ସମସ୍ତେ ହତବାକ୍‌ ଓ ମ୍ରିୟମାଣ। ପ୍ରଶାନ୍ତଙ୍କ ମୃତ୍ୟୁକୁ କେହି...

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

୩୦ରେ ଦୀଘା ଜଗନ୍ନାଥ ମନ୍ଦିର ଉଦଘାଟନ କରିବେ ମମତା: ପୁରୀରୁ ଆସିବେ ଦଇତାପତି, ପଣ୍ଡିତ

ଭୋଗରାଇ, ୨୧।୪( ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ...

ବଜ୍ରପାତ ନେଲା ଜଣଙ୍କ ଜୀବନ

ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି...

ହାତ ଧରାଧରି ହୋଇ ଆରପାରିକୁ ଚାଲିଗଲେ ଦୁଇ ଭଉଣୀ

ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି।...

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image