ଦୁଇ କୃଷସାର ମୃଗ ମଧ୍ୟରେ ଲଢ଼େଇ: ଆହତକୁ ଉଦ୍ଧାର କଲା ବନ ବିଭାଗ

ବୁଗୁଡ଼ା,୨୨ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଚକରାପଲ୍ଲୀ ଗ୍ରାମ ନିକଟରେ ଥିବା ଏକ ବିଲରୁ ବୁଧବାର ସକାଳେ ଆହତ ଅବସ୍ଥାରେ ୫ ବର୍ଷର ଅଣ୍ଡିରା କୃଷ୍ଣସାର ମୃଗକୁ ବନବିଭାଗ କର୍ମଚାରୀମାନେ ଉଦ୍ଧାର କରିଥିବା ଜଣାପଡ଼ିଛି। ତେବେ ଦୁଇ ମୃଗଙ୍କ ମଧ୍ୟରେ ଲଢ଼େଇ ହୋଇଥିଲା। ଫଳରେ ଏହି ମୃଗଟି ଆହତ ହୋଇଥିବା ଜଣାପଡ଼ିଛି। ଏ ବିଷୟରେ ଗ୍ରାମବାସୀ ବନବିଭାଗକୁ ଖବର ଦେବା ପରେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟନାରାୟଣ ବେହୁରାଙ୍କ ନିର୍ଦ୍ଦେଶରେ ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଆହତ ମୃଗକୁ ଉଦ୍ଧାର କରି ଥିବା ଜଣାପଡ଼ିଛି। ପରେ ମୃଗଟିକୁ ସ୍ଥାନୀୟ ପ୍ରାଣୀଧନ ଚିକିତ୍ସାକେନ୍ଦ୍ରରେ ଚିକିତ୍ସା କରାଯାଉଛି। ମୃଗଟିର ଶିଙ୍ଗ ଭାଙ୍ଗି ଯାଇଛି। ସେ ସୁସ୍ଥ ହେବା ପରେ ତାକୁ ଛାଡ଼ି ଦିଆଯିବ ବୋଲି ଅଧିକାରୀ ଫକୀର ଚରଣ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗା ଭସାଇ ଆସିଲା ବେଳକୁ ଘରେ ବୁଲିଥିଲା କଳାକନା: ତାଲା ଭାଙ୍ଗି ନେଇଗଲେ ସବୁ…

ଜୟପୁର,୧୫ା୧୧(ପବନ ପାଣିଗ୍ରାହୀ): ଜୟପୁର ସହରର ଲିଙ୍ଗରାଜ ନଗରରେ ଏକ ବଡ଼ ଧରଣର ଚୋରି ହୋଇଛି। କେତେକ ଦୁର୍ବୁ୍‌ତ୍ତ ଘରେ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ...

ଏମ୍‌ପିଙ୍କ ରାଇକିଆ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କା ମନୋନୀତ

ରାଇକିଆ,୧୬।୧୧:(ପ୍ରଦୀପ ବେହେରା): କନ୍ଧମାଳ ଏମ୍‌ପିଙ୍କ ରାଇକିଆ ବ୍ଲକ ପ୍ରତିନିଧି ଭାବେ ସନ୍ତୋଷ ଲେଙ୍କାଙ୍କୁ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ମନୋନୀତ କରିଛନ୍ତି । ଏ ନେଇ ଏମ୍‌ପି...

ମହାପ୍ରଭୁ ଜଗନ୍ନାଥଙ୍କ ଜମି ହାତେଇବା ଉଦ୍ୟମ, ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ…

ପୁରୀ,୧୬ା୧୧: ମହାପ୍ରଭୁ ଜଗନ୍ନାଥଙ୍କ ଜମି ଜାଲିଆତି ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ବାସେଳିସାହି ଥାନାରେ ଏତଲା ଦାୟର କରାଯାଇଛି। ମାଟିତୋଟା ମୌଜାରେ ମହାପ୍ରଭୁଙ୍କ ଜମି...

ଜଣେ କି ଦୁଇ ଜଣ ନୁହନ୍ତି, ଏକାବେଳକେ ଟଳିପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ଼ କାଙ୍କେର ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୫ ମାଓବାଦୀଙ୍କ ମୃତ୍ୟୁ ...

ଦୁଇ ପରିବାରର ବିବାଦ ନେଇ ମେଡିକାଲରେ ୩ ଦିନ ପଡ଼ିରହିଲା ମୃତଦେହ

ଧରାକୋଟ,୧୬ା୧୧: ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଗାଙ୍ଗପୁରର ଥାନା ଅନ୍ତର୍ଗତ ପଣିବନ୍ଧ ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବାବେଳେ କାରଣ ଅସ୍ପଷ୍ଟ ରହିଛି।...

ଖତଗଦାରେ ଲୁଚାଇ ରଖିଥିଲେ ଲକ୍ଷାଧିକ ଚୋରି ଟଙ୍କା, ମାଡ଼ି ବସିଲା ହାଇଦ୍ରାବାଦ ପୋଲିସ

ଭୋଗରାଇ,୧୬ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅନ୍ତର୍ଗତ ହାଇଦ୍ରାବାଦ ଅଞ୍ଚଳରୁ ଲୁଟ୍‌ ହୋଇଥିବା ଲକ୍ଷାଧିକ ଟଙ୍କା ବଡ଼ମନ୍ଦାରୁଣୀ ଗ୍ରାମରୁ ଉଦ୍ଧାର ହୋଇଛି।...

ଅନାସ୍ଥା ଭୋଟ୍‌ରେ ପଦ ହରାଇଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା, ମନ୍ତ୍ରୀ କହିଲେ…

ଢେଙ୍କାନାଳ,୧୬ା୧୧(ରତନ ନାୟାର): ଅନାସ୍ଥାରେ ହାରିଗଲେ ଢେଙ୍କାନାଳ ସଦର ବ୍ଲକ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଫଳରେ ସଦରରେ ଭୁଶୁଡ଼ି ପଡ଼ିଛି ବିଜେଡି ଗଡ଼। ଶନିବାର ଅନାସ୍ଥା ଭୋଟିଂ...

ବାଲିଯାତ୍ରା କି ବାଣିଜ୍ୟ ମେଳାରେ ଦାରିଙ୍ଗବାଡ଼ି କଫିର ଚାହିଦା ନାହିଁ, ପ୍ରଚାର ପ୍ରସାର ପାଇଁ ଯଦି…

ଦାରିଙ୍ଗବାଡ଼ି,୧୬ା୧୧(ଅରୁଣ ସାହୁ): ଜୈବିକ ପଦ୍ଧତିିରେ ଦାରିଙ୍ଗବାଡ଼ି କଫି ଚାଷ କରାଯାଉଛି। କୋରାପୁଟ ପରେ ଦାରିଙ୍ଗବାଡ଼ି କଫିର ବହୁତ ଚାହିଦା ରହିଛି ହେଲେ ଦାରିଙ୍ଗବାଡ଼ି କଫିକୁ ନେଇ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri