Categories: ଜାତୀୟ

ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ପ୍ରଧାମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ବହୁ ରାଷ୍ଟ୍ରମୁଖ୍ୟ, ଶାସନ ମୁଖ୍ୟ, ଶମ୍ବିଧାନ ବିଶେଷଜ୍ଞ ଓ କୂଟନୈତୀଜ୍ଞମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଛନ୍ତି।

Share