ଧସିଲା କୋଇଲା ଖଣି: ୪ ମୃତ

ବେଜିଂ,୨୭।୧୦: ଚାଇନାରେ ଏକ କୋଇଲା ଖଣି ଧସିଯିବାରୁ ଏଠାରେ କାମ କରୁଥିବା ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଚାଇନାର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଥିବା ସିଚୁଆନ୍‌ ପ୍ରଦେଶରେ ଥିବା କୋଇଲା ଖଣିରେ ଏଭଳି ଦୁର୍ଘଟଣା ଘଟିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୨ରୁ ଅଧିକ ଲୋକ ନିଖୋଜ ଥିବା କୁହାଯାଉଛି। ନିଖୋଜଙ୍କ ସନ୍ଧାନ ପାଇଁ ଉଦ୍ଧାରକାରୀ ଦଳ ପ୍ରୟାସ ଜାରି ରଖିଛନ୍ତି।

Share