Categories: ଖେଳ

ଧାଓ୍ବନଙ୍କ କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ

ରାଜକୋଟ,୧୭।୧- ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଦିନିକିଆରେ ଭାରତୀୟ ଓପନର ଶିଖର ଧାଓ୍ବନ ଅର୍ଦ୍ଧଶତକ ହାସଲ କରିଛନ୍ତି। ପୂରା ଫର୍ମରେ ଥିବା ଧାଓ୍ବନଙ୍କ ଏହା କ୍ରମାଗତ ଦ୍ୱିତୀୟ ଅର୍ଦ୍ଧଶତକ। ୬୩ ବଲ ଖେଳି ୭ ଚୌକା ସହାୟତାରେ ସେ ଅର୍ଦ୍ଧଶତକ ପୂରଣ କରିଛନ୍ତି। ସେ ମୁମ୍ବାଇଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ୭୬ ରନ୍‌ର ଇନିଂସ ଖେଳିଥିଲେ।

Share