Posted inଜାତୀୟ

ଧାରଣାସ୍ଥଳରେ କର୍ମଚାରୀଙ୍କର ହେଲା ବିବାହ କର୍ମ

ଠାଣେ,୧୮।୭: ଅମରାବତି ଜିଲାରେ ନିଖିଲ ତେଖି ନାମକ ଜଣେ ବ୍ୟକ୍ତି ନିଜ ବଦଳିକୁ ନେଇ ଧାରଣାରେ ବସିଥିଲେ। ମହାରାଷ୍ଟ୍ର ରାଜ୍ୟ ବିଦ୍ୟୁତ କର୍ମଚାରୀ ଫେଡରେଶନର କେତେଜଣ କର୍ମଚାରୀ ତାଙ୍କ ବଦଳିକୁ ଅବୈଧ ଦର୍ଶାଇ ଧାରଣାରେ ବସିଛନ୍ତି। ସେଥିମଧ୍ୟରୁ ନିଖିଲଙ୍କର ବିବାହ ଆସନ୍ତା ଶୁକ୍ରବାର ହେବାକୁ ଥିବା ବେଳେ ସେ ତାଙ୍କ ଜିଦ୍‌ରେ ଅଡି ବସିଛନ୍ତି। ତେଣୁ ଏପରିସ୍ଥଳେ ପରିବାର ଲୋକେ ଧାରଣା ସ୍ଥଳରେ ନିଖିଲଙ୍କ ମେହେନ୍ଦି ସେରିମନି ଆୟୋଜନ କରିଥିବା ବେଳେ ଗୁରୁବାର ହଳଦି ସେରିମନି ମଧ୍ୟ ଆୟୋଜନ ହୋଇଛି। ଯଦି କାର୍ଯ୍ୟାଳୟ ପକ୍ଷରୁ ତାଙ୍କୁ ନ୍ୟାୟ ନ ମିଳେ ସେ ଧାରଣାରୁ ଉଠିବେ ନାହିଁ ବୋଲି କହିଛନ୍ତି। ଏପଟେ ଧାରଣାରୁ ନ ଉଠିଲେ ସେହିଠାରେ ହିଁ ଶୁକ୍ରବାର ତାଙ୍କର ବିବାହ କରାଯିବ ବୋଲି ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କୌଣସି ଧର୍ମର ବିରୋଧରେ ନୁହେଁ’, ପୂର୍ବତନ କେନ୍ଦ୍ରମନ୍ତ୍ରୀ କହିଲେ କାହିଁକି ଓ୍ବାକଫ ସଂଶୋଧନ ବିଧେୟକ ଆଣୁଛନ୍ତି ସରକାର

ନୂଆଦିଲ୍ଲୀ,୫।୧୧: ୱାକଫ ସଂଶୋଧନ ବିଲ ୨୦୨୪ ଉପରେ ଲଢେଇ ଦେଶରେ ତୀବ୍ର ହୋଇଛି। ଗୋଟିଏ ପଟେ ଭାରତୀୟ ଜନତା ପାର୍ଟି (ଭାଜପା) ଏହି ବିଲ୍‌କୁ ଆଇନର...

ସମସ୍ତ ବ୍ୟକ୍ତିଗତ ସମ୍ପତ୍ତି ଉପରେ ସରକାର ଅଧିକାର ଜାହିର କରିପାରିବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫ା୧୧: ଏକ ଘରୋଇ ସମ୍ପତ୍ତି ବିବାଦରେ ସୁପ୍ରିମକୋର୍ଟ ଏକ ବଡ ରାୟ ଦେଇଛନ୍ତି। ଏହି ମାମଲାରେ ରାୟ ପ୍ରଦାନ କରୁଥିବାବେଳେ ପ୍ରଧାନ ବିଚାରପତି ଡିୱାୟୀ ଚାନ୍ଦ୍ରଚୂଡ଼...

ମୁକୁଳିଲେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଧମକପୂର୍ଣ୍ଣ ବାର୍ତ୍ତା ଦେଇଥିବା ମହିଳା, ପୋଲିସ କହିଲା ଠିକ ନାହିଁ ମାନସିକ ସ୍ଥିତି

ଲକ୍ଷ୍ନୌ,୫।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା କରାଯିବ ବୋଲି ଧମକ ଦେଇ ବାର୍ତ୍ତା ପଠାଇଥିବା ମହିଳାଙ୍କୁ ମୁମ୍ବାଇ ପୋଲିସ ଗିରଫ କରି ପଚରାଉଚରା ପରେ...

ପ୍ରଧାନମନ୍ତ୍ରୀ ମୋ ଘରକୁ ଆସିବା ଭୁଲ ନ ଥିଲା: ସିଜେଆଇ

ନୂଆଦିଲ୍ଲୀ,୫।୧୧: ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୁଡ଼ ସୋମବାର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣପତି ପୂଜା ପାଇଁ ତାଙ୍କ ଘରକୁ ଯିବାରେ କିଛି ଭୁଲ...

ଭେଣ୍ଟିଲେଟର୍‌ରେ ପ୍ରସିଦ୍ଧ ଗାୟିକା, ପୁଅ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୧୧: ବିହାରର ପ୍ରସିଦ୍ଧ ଲୋକ ଗାୟିକା ଶାରଦା ସିହ୍ନା ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ବିହାର, ଝାଡ଼ଖଣ୍ଡ ଏବଂ ଉତ୍ତରପ୍ରଦେଶର ସାଧାରଣ ଲୋକଙ୍କ ହୃଦୟରେ ରାଜ୍‌ କରିଥିବା...

କୋଲକାତା ମାମଲାର ପୁନରାବୃତ୍ତି: ନିର୍ସିଂ ଛାତ୍ରୀଙ୍କୁ ହସ୍ପିଟାଲରେ ବାନ୍ଧି ବଳାତ୍କାର

କାନପୁର,୫।୧୧: କୋଲକାତାରେ ଘଟିଥିବା ବଳାତ୍କାର ମାମଲା ଭଳି ଆଉ ଏକ ଲଜ୍ଜାଜନକ ମାମଲା ମଧ୍ୟ କାନପୁରରେ ସାମ୍ନାକୁ ଆସିଛି। କଲ୍ୟାଣପୁରରେ ଅବସ୍ଥିତ ଏକ ଘରୋଇ ହସ୍ପିଟାଲର...

ଦୀପାବଳିରେ ବାଣ ନିଷେଧାଦେଶ କାର୍ଯ୍ୟକାରୀ ହୋଇନି

ନୂଆଦିଲ୍ଲୀ,୫ା୧୧(ପି.ଟି.): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏହା ସତ୍ତ୍ୱେ ଦୀପାବଳି ପରେ ରାଜଧାନୀ ବିଶ୍ୱର ସବୁଠୁ...

କାନାଡା ହିନ୍ଦୁ ମନ୍ଦିରରେ ଖଲିସ୍ତାନୀଙ୍କ ଆକ୍ରମଣ

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୫ା୧୧: କାନାଡାର ଓଣ୍ଟାରିଓ ଅନ୍ତର୍ଗତ ବ୍ରାମ୍ପ୍‌ଟନ୍‌ଠାରେ ଥିବା ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ରବିବାର ଆକ୍ରମଣ କରିଛନ୍ତି। ସେଠାରେ ଥିବା ହିନ୍ଦୁମାନଙ୍କୁ ମାଡ଼ ମରାଯାଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri