ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ତ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ମନ୍ତ୍ରୀ ପରେଡ୍ରେ ଅଭିବାଦନ ଗ୍ରହଣ କରିବା ପରେ ଜିଲା ସଦର ମହକୁମା ଡାକ୍ତରଖାନା ଓ ଉପକାରାଗାରରେ ଫଳ ଓ ମିଷ୍ଟାନ ବଣ୍ଟନ କରିଥିଲେ ା ଏହି କାର୍ଯ୍ୟକ୍ରମରେ ଜିଲାପାଳ ଡଃ. ଅଜିତ କୁମାର ମିଶ୍ର, ଏସ୍ପି ନୀତିନ୍ କୁସାଲକରଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
Posted inHome, Home Left, ଆମ ଜିଲା ଖବର, ନବରଙ୍ଗପୁର View All

କଟକରେ ପାକିସ୍ତାନୀ ମହିଳା, ଭାରତ ଛାଡ଼ିବା ଲାଗି କରାଗଲା ନୋଟିସ
କଟକ,୨୬।୪: ଜମ୍ମୁ କଶ୍ମୀର ପହଲଗାମରେ ନିର୍ଦ୍ଦୋଶ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ତ୍ୱରିତ ପଦକ୍ଷେପ ନେଇ...

ନିଆଁ ଲାଗି ୧୫ ବଖରା ପାଉଁଶ
ଖୋର୍ଦ୍ଧା,୨୬।୪: ଖୋର୍ଦ୍ଧା ଟାଙ୍ଗୀ ଥାନା ବିନ୍ଧାଣିଆ ଗାଁରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୫ ପରିବାରର ୧୫ ବଖରା ଘର ପୋଡି ପାଉଁଶ...

Iran Blast: ଦିନ ଦ୍ୱିପ୍ରହରରେ ଥରିଉଠିଲା ଇରାନ, ୨୦୦ରୁ ଅଧିକ ଲୋକ ଆହତ, ଜାଣନ୍ତୁ ଏହା ପଛରେ କାହାର ରହିଛି ହାତ
ଦୁବଇ,୨୬।୪: ଶନିବାର ଇରାନର ବନ୍ଦର ଆବାସ ସହରରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏଥିରେ ୨୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏହି Blast...

ଯୁଦ୍ଧ ପୂର୍ବରୁ କାଙ୍ଗାଳ ହେଲାଣି ପାକିସ୍ତାନ: ଖାଇବା ପାଇଁ ଟଣାଓଟରା, ୬ଟା ଅଣ୍ଡାର ଦାମ ୧୪୫
ଇସଲାମବାଦ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମ ଘଟିଥିବା ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକଙ୍କର ମୃତ୍ୟୁ ଘଟିଥିଲା, ଏହା ପରେ ଭାରତ ଓ ପାକିସ୍ତାନ...

ଆମେରିକା ଉପରାଷ୍ଟ୍ରପତି JD Vance ବୁଲିଲେ ତାଜମହଲ, ଫଟୋ ଦେଖି କମେଣ୍ଟ କଲେ Musk
ଓ୍ବାଶିଂଟନ,୨୬।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ତାଙ୍କ ପତ୍ନୀ ଉଷା ଭାନ୍ସ ଏବଂ ତିନି ପିଲାଙ୍କ ସହିତ ସମ୍ପ୍ରତି ଚାରି ଦିନିଆ ଭାରତ ଗସ୍ତରେ ଆସିଥିଲେ।...

ଛପରଫାଡିକି ଦେଲେ ଭଗବାନ୍ : ଆଖି ଖୋଲୁଖୋଲୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଥାର୍
ଖୋର୍ଦ୍ଧା ,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର। ଏପରି ପୁଣି ଏକ...

ପହଲଗାମ ଘଟଣା ପରେ ଇସଲାମ ଧର୍ମ ଛାଡିଲେ ଶିକ୍ଷକ, କହିଲେ କେବଳ ମଣିଷ ଭାବେ ବଞ୍ଚିବାକୁ ଚାହୁଁଛି
ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ହମଲା ପରେ ପଶ୍ଚିମବଙ୍ଗର ଶିକ୍ଷକ ଇସଲାମ ତ୍ୟାଗ କରିଛନ୍ତି। ପଶ୍ଚିମବଙ୍ଗର ବାଦୁରିଆର ଜଣେ ଶିକ୍ଷକ ସାବିର ହୁସେନ ଜମ୍ମୁ ଓ କଶ୍ମୀରର...

କେନ୍ଦ୍ରୀୟ ଡେପୁଟେଶନରେ ଯିବେ ୨ ବରିଷ୍ଠ IPS ଅଫିସର; ମିଳିଲା ନୂଆ ନିଯୁକ୍ତି
ଭୁବନେଶ୍ୱର,୨୬।୪: କେନ୍ଦ୍ରକୁ ଡେପୁଟେଶନରେ ଯିବେ ଆଉ ୨ ବରିଷ୍ଠ ଆଇପିଏସ୍ ଅଫିସର। ବିଏସ୍ଏଫ୍ ଆଇଜି ଭାବେ ଆଇପିଏସ୍ ରବିକାନ୍ତ ଡେପୁଟେଶନରେ ଯିବେ। ସେହିଭଳି ଆଇପିଏସ୍ ଅଫିସର...