ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ

ବାରିପଦା ଅଫିସ,୨୪।୧୦: ମୟୁରଭଞ୍ଜ ଜିଲା ସ୍ଥିତ ପ୍ରସ୍ତାବିତ ଜାତୀୟ ଉଦ୍ୟାନ ତଥା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ଶିମିଳିପାଳ ଟାଇଗର ରିଜର୍ଭ ପ୍ରୋଜେକ୍ଟର କର୍ତ୍ତୃପକ୍ଷ ଏନେଇ ସୂଚନା ଦେଇଛନ୍ତି। ଏହି ସମୟରେ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଇ ପର୍ଯ୍ୟଟକଙ୍କ ଉପରେ ବିଭିନ୍ନ କଟକଣା ଲଗାଯାଇଛି।

Share