ନାଗପୁରରେ ନୀତୀନ ଗଡ଼କରୀ ମତଦାନ ଅଧିକାର ସାବ୍ୟସ୍ତ କଲେ

ନାଗପୁର,୨୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି ରହିଛି। ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀ ନାଗପୁରରେ ସପରିବାର ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମତଦାନ କେନ୍ଦ୍ରରୁ ବାହାରି ସେ ସମସ୍ତଙ୍କୁ ଭୋଟ ଦେବା ପାଇଁ ଆହ୍ବାନ ଦେଇଛନ୍ତି। ପ୍ରତି ନାଗରିକ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବା ଆବଶ୍ୟକ ବୋଲି ସେ କହିଛନ୍ତି।

Share