ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗଁ।,୨୮।୭ (ଡି.ଏନ.ଏ.): ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗଁ। ଥାନା ମାର୍ଦ୍ଦିପଙ୍କା ଅଞ୍ଚଳରୁ ନିଖୋଜ ନାବାଳିକାଙ୍କୁ ୭ଦିନ ପରେ ବ୍ରାହ୍ମଣୀଗାଁ ପୋଲିସ ଶନିବାର ଦାରିଙ୍ଗବାଡ଼ି ଚାରିଛକରୁ ଉଦ୍ଧାର କରିଛି । ଫୁଲବାଣୀ ଜିଲା ସ୍ବାସ୍ଥ୍ୟକେନ୍ଦକ୍ରରେ ଚିକିତ୍ସା ପରେ ତାଙ୍କୁ ସିଡବ୍ଳୁସିଙ୍କୁ ହସ୍ତାନ୍ତର କରାଯାଇଥିବା ବ୍ରାହ୍ମଣୀଗଁା ଏସ୍ଆଇ ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ରବିବାର ନାବାଳିକା କୌଣସି କାରଣରୁ ଘରଛାଡ଼ି ପଳାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ସେ କହିଥିଲେ। ଶନିବାର ସକାଳୁ ପରିବାର ଲୋକ ବ୍ରାହ୍ମଣୀଗଁା
ଥାନାରେ ଅଭିଯୋଗ କରିଥିଲେ। ନଂ.୪୯/୧୯ରେ ମାମଲା ରୁଜୁ କରି
ପୋଲିସ ତଦନ୍ତ ଚଳାଇଥିଲା।
ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ
ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...
ଗୁଗଲ ମ୍ୟାପ୍ ଦେଖି ଟ୍ରକ୍ ଚଳାଉଥିଲେ ଡ୍ରାଇଭର୍: ହଠାତ୍ ଘଟିଗଲା…
ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ):ଗୁଗଲ ମ୍ୟାପ୍ ଦେଖାଇଲା ଭୁଲ ରାସ୍ତା। ଆଉ ଭୁଲ ରାସ୍ତାରେ ଆସି ଟ୍ରକ ଦୁର୍ଘଟଣାଗ୍ରସ୍ତ। ଏଭଳି ଘଟଣା ନୂଆ ହୋଇ ନ...
ଜିଲାପାଳଙ୍କ ଅଭିଯୋଗ ଶୁଣାଣି: କମୁଛି ଅଭିଯୋଗ ପତ୍ର ସଂଖ୍ୟା
ରାଇକିଆ,୧୬।୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ କାର୍ଯ୍ୟାଳୟର ସଭାଗୃହରେ ଜିଲାପାଳ ବେଦ ଭୂଷଣଙ୍କ ଦ୍ବାରା ଜନସାଧାରଣଙ୍କ ଦାରା ଅଭିଯୋଗ ଗୁଡ଼ିକର ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି।...
ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ: ୪୫ ଲକ୍ଷ ମଞ୍ଜୁର ପରେ…
କେସିଙ୍ଗା,୧୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଜାତୀୟ ରାଜପଥର ଆମ୍ବେଦକର ଛକଠାରୁ କଲେଜ ରୋଡ଼ ଦେଇ ଡୁମେର ମୁଣ୍ଡା ସାହୁ ପଡା ଏବଂ ରୁପ୍ରା...
ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ...
ଶୀତରେ ଥରୁଛି ଖଜୁରିପଡ଼ା: ତାପମାନ ଯନ୍ତ୍ର ବସାଇବାକୁ ଦାବି
ଖଜୁରିପଡ଼ା, ୧୫ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ୍ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ବେଶୀ ଅନୁଭୂତ ହେଉଛି।...
ବିଦ୍ୟୁତ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଉଠିଲା ଦାବି
ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଓ.ଏସ.ଇ.ବି. ବିଜୁଳି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ସମିତି ବୈଠକ ବୈଠକ ସଂଘର ସାଧାରଣ ସମ୍ପାଦକ ଭ୍ରମରବର ରାଉତଙ୍କ ଆବାହନ କ୍ରମେ କନ୍ଧମାଳ ଜିଲା...
ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି
ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...
Archives


