ନିମପତ୍ରରେ ଦେଶୀ ମାସ୍କ

ରାଞ୍ଚି: କରୋନା ଭାଇରସ୍‌ ସଂକ୍ରମଣ ରୋକିବାକୁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିପାଇଁ ଲଢ଼େଇ କରିବାକୁ ହେଲେ ମାସ୍କ ପିନ୍ଧିବା ନିହାତି ଆବଶ୍ୟକ। ମାସ୍କ ପିନ୍ଧିବା ହେଉଛି ସୁରକ୍ଷା କବଚ। ସେଥିଲାଗି ପିଲାଠୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ମାସ୍କ ବ୍ୟବହାର କରୁଛନ୍ତି। କିନ୍ତୁ ସବୁଠୁ ଅଲଗା ହେଉଛି ଝାଡ଼ଖଣ୍ଡ ଦେବଘର ଅଞ୍ଚଳରେ ରହୁଥିବା ଆଦିବାସୀ ମହିଳମାାନେ। ଏହି ମହିଳାମାନେ କ୍ଲିନିକାଲ ମାସ୍କ ତିଆରିର ଏକ ନୂଆ ବିକଳ୍ପ ପ୍ରସ୍ତୁତ କରିଛନ୍ତି। ସେମାନେ ନିମପତ୍ରରେ ମାସ୍କ ତିଆରି କରି ମୁହଁରେ ପିନ୍ଧୁଛନ୍ତି। ସେମାନଙ୍କ କହିବା ଅନୁଯାୟୀ, ନିମପତ୍ରରେ ବହୁ ଔଷଧୀୟ ଗୁଣ ରହିଛି। ତେଣୁ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ନିମପତ୍ରରେ ତିଆରି ମାସ୍କ ବହୁତ ଉପକାରୀ। ଏବେ ଫସଲ ଅମଳ ସମୟ। କ୍ଷେତକୁ ତ ଯିବାକୁ ପଡ଼ିବ। ଗରିବ ହୋଇଥିବାରୁ ସବୁବେଳେ ବ୍ୟୟବହୁଳ ସହରୀ ମାସ୍କ ତ ପିନ୍ଧିପାରିବୁ ନାହିଁ। ସେଥିଲାଗି ଏହାକୁ ଆପଣେଇଛୁ ବୋଲି ଜଣେ ମହିଳା କହିଛନ୍ତି। ମହିଳାମାନେ ନିଜ ହାତରେ ପୁରୁଷମାନଙ୍କ ପାଇଁ ମଧ୍ୟ ନିମପତ୍ରରେ ମାସ୍କ ତିଆରି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ ଯେ, ମାସ୍କ ନ ଥିଲେ ଗାମୁଛା କିମ୍ବା ରୁମାଲ ବ୍ୟବହାର କରିପାରିବେ। କିନ୍ତୁ ନିମରେ ବହୁ ଔଷଧୀୟ ଗୁଣ ଥିବାରୁ ଏଥିରେ ପ୍ରସ୍ତୁତ ମାସ୍କ କରୋନା ଭୂତାଣୁ ସହ ଲଢ଼େଇ କରିପାରିବ। ଏହା ସ୍ବାସ୍ଥ୍ୟପକ୍ଷେ ବେଶ୍‌ ହିତକର ବୋଲି ଆଦିବାସୀ ମହିଳାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri