Posted inଜାତୀୟ

ଭାରତରେ ଅନୁପ୍ରବେଶ କରିବେ ୨୭୫ ଆତଙ୍କବାଦୀ

ଶ୍ରୀନଗର,୧୧।୯: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଧୀରେଧୀରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ଥିବା ୭ଟି ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ ଇତିମଧ୍ୟରେ ସକ୍ରିୟ ହୋଇଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏଠାରେ ୨୭୫ ଆତଙ୍କବାଦୀଙ୍କୁ ଏକାଠି କରାଯାଇଛି। ଅସ୍ତ୍ରବିରତି ଉଲ୍ଲଂଘନ ଆଳରେ ସେମାନଙ୍କୁ ଭାରତରେ ଅନୁପ୍ରବେଶ ପାଇଁ ଆଇଏସ୍‌ଆଇ ନିର୍ଦ୍ଦେଶରେ ପାକିସ୍ତାନ ସୈନ୍ୟ ବାହିନୀ ପ୍ରୟାସ କରୁଥିବା ଗୋଇନ୍ଦା ରିପୋର୍ଟରେ କୁହାଯାଇଛି। ଗୁରେଜ ସ୍କେଟର ଲଞ୍ଚ୍‌ପ୍ୟାଡ୍‌ରେ ୮୦ ଆତଙ୍କବାଦୀ ରହିଛନ୍ତି। ସେହିପରି ମଛଲି ସେକ୍ଟରରେ ୬୦, କାରନାହରେ ୫୦, କେରାନ୍‌ରେ ୪୦, ଉରିରେ ୨୦, ନୌଗାମ୍‌ରେ ୧୫ ଏବଂ ରାମପୁରରେ ୧୦ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗକୁ ଅପେକ୍ଷା କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ…

ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ...

ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମହାରାଷ୍ଟ୍ରର ଏକ ପୌରପାଳିକାର ସାଇନ୍ ବୋର୍ଡରେ ଉର୍ଦ୍ଦୁ ବ୍ୟବହାର କରିବାର ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରି ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି ଯେ ଭାଷା ବିଭାଜନର କାରଣ...

‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ...

ଏ ହେଉଛି ଦେଶର ସବୁଠୁ ମହଙ୍ଗା ବାଇକ୍‌, ଦାମ୍‌ ଏତେ ଯେ ଗୋଟିଏ ବଦଳରେ କିଣିପାରିବେ ୫୦ Royal Enfield Bullet

ନୂଆଦିଲ୍ଲୀ,୧୬।୪: ଭାରତର ସବୁଠାରୁ ମହଙ୍ଗା ବାଇକ୍‌ର ମୂଲ୍ୟ ଏତେ ଅଧିକ ଯେ ଆପଣ କେବଳ ଗୋଟିଏ କି ଦୁଇଟି ନୁହେଁ ବରଂ ୫୦ଟି ରୟାଲ ଏନଫିଲ୍ଡ...

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର...

ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ 

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ,...

ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ

ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ...

ଭାରତରେ ପ୍ରଥମ: ଏହି ଏକ୍ସପ୍ରେସ୍ ଟ୍ରେନରେ ଆରମ୍ଭ ହେବ ATM ସେବା

ନୂଆଦିଲ୍ଲୀ,୧୬।୪: ଭାରତର ପ୍ରଥମ ଟ୍ରେନ୍ ଭାବେ ମୁମ୍ବାଇ-ମନମାଡ ପଞ୍ଚବଟି ଏକ୍ସପ୍ରେସ୍ ATM ସେବା ଆରମ୍ଭ ହୋଇଛି ହୋଇଛି। ଏହି ATM ଟ୍ରେନର ଏକ ଏୟାରକଣ୍ଡିସନଡ୍(ଏସି) କୋଚ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image