ନେଦରଲାଣ୍ଡ ଯୋଗ ଦିବସ ପାଳନରେ ଉପସ୍ଥିତ ରହିଲେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ

ଆମଷ୍ଟରଦମ,୧୬।୬: ଆଗକୁ ଆସୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ଜୁନ୍‌ ୨୧ରେ ପାଳନ କରାଯିବ ୫ମ ଅନ୍ତର୍ଜାତୀୟ ଯୋଗ ଦିବସ। ଏଥିପାଇଁ ସାରା ବିଶ୍ୱ ଏବେ ପ୍ରସ୍ତୁତି ପଥେ। ରବିବାର ନେଦରଲାଣ୍ଡରେ ଯୋଗ ଦିବସ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର। ଭାରତୀୟ ଦୂତାବାସ ପକ୍ଷରୁ ନେଦରଲାଣ୍ଡର ଦମ୍‌ ସ୍କୋୟାରରେ ଆୟୋଜିତ ହୋଇଥିଲା ଏହି ଯୋଗ ଦିବସ କାର୍ଯ୍ୟକ୍ରମ।

Share