ନେପାଳରେ ଭୂକମ୍ପ

କାଠମାଣ୍ଡୁ,୨୮।୯: ନେପାଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରହିଛି। ସକାଳ ଭୂକମ୍ପ ଅନୁଭୂତ ହେବା ପରେ ଭୟଭୀତ ଅବସ୍ଥାରେ ଲୋକମାନେ ଘରୁ ବାହାରକୁ ପଳାଇଆସିଥିଲେ। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।

Share