Categories: Video

ନୌସେନାରେ କରୋନା

କରୋନା ଭାଇରସ ସବୁଠି ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତୀୟ ନୌସେନା ବି ଏଥିରୁ ବର୍ତ୍ତି ପାରିନାହିଁ। ସୂଚନା ଅନୁଯାୟୀ, ଭାରତୀୟ ନୌସେନାର ୨୫ଜଣଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୨୧ଜଣ ପଜିଟିଭ ଥିବା ଜଣାପଡିଛି।