ନୟାଗଡ଼ରେ ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଦଶପଲ୍ଲା,୧୮।୪(ଡି.ଏନ.ଏ): ନୟାଗଡ଼ ଦଶପଲ୍ଲା ନିର୍ବାଚନମଣ୍ଡଳୀର ବିଭିନ୍ନ ବୁଥ୍‌ରେ ସକାଳୁ ଭୋଟରମାନେ ଲମ୍ବାଧାଡ଼ିରେ ଠିଆ ହୋଇ ନିଜର ମତ ସାବ୍ୟସ୍ତ କରିଛନ୍ତି। ବିଧାନସଭା ଆସନ ପାଇଁ ୭ ଜଣ ଆଶାୟୀ ପ୍ରାର୍ଥୀ ଥିବା ବଳେ ୨୩୪ଟି ବୁଥ୍‌ରେ ମତଦାତାମାନେ ଶାନ୍ତିଶୃଙ୍ଖଳାର ସହ ଭୋଟଦାନ କରି ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି।