ପକ୍ଷାଘାତରେ ପୀଡ଼ିତ:ଭତା, ଆବାସ ଯୋଜନାରୁ ବଁଚିତ ବିପିନ

 

ସୋନପୁର,୧୦ା୮(ନି.ପ୍ର):
ସୁବର୍ଣ୍ଣପୁର ଜିଲା ସଦର ବ୍ଲକ ରେଙ୍ଗାଲି ପଁଚେତ୍‌ ଅଧୀନ ବିଶାଲପାଲି ଗଁାର ବିପିନ ମହାକୁର(୪୬)। ୨ ବଛର ହେଲା ସେ ପକ୍ଷାଘାତ ରୋଗ୍‌ରେ ପୀଡ଼ିତ ହେଇ ସେ ଭିନ୍ନକ୍ଷମ ପାଲଟି ଯାଇଛନ୍‌। ତାକର ୨ ହାତ୍‌ଗୋଡ଼ କାମ୍‌ ନାଇଁ କରବାର। ଇଆଡ଼େ ଅଭାବ ଅନାଟନ ଲାଗି ସେ ଉଚ ଚିକିଛା ବି କରେଇ ନାଇଁପାରବାର। ତାକର ମାଏକିନା ସୁରେଖାକଁର ଅଭିଯୋଗ ଅନ୍‌ସାରେ ବିପିନକୁଁ ଆଏଜ୍‌ତକ ଭିନ୍ନକ୍ଷମ ଭତା ଆର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘରଖଁଡ଼େ ନାଇଁ ମିଲିପାରି। ବିଭାଗୀୟ ଅଧ୍‌କାରୀକଁରନେ ଆବେଦନ କରି ସେ ନିରାଶ ହେଇଛନ୍‌। ଇ ଦମ୍ପତିକଁର ୨ ଝି’ ଆର ଗୁଟେ ପୁଓ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ବଡ଼ଖା ଝି’ ସୁଜାତା ମାଟ୍ରିକ୍‌ ପାସ୍‌ କଲା ଉତାରୁ ପାଠ୍‌ପଢ଼ାରେ ଗଏଁଠ୍‌ ପକେଇଛନ୍‌। ପରିବାରର ଜମିବାଡ଼ି ବଲି କିଛି ମୂଲରୁ ସୁଖ୍‌ବାସୀ ଆନ୍‌। ସହାଯ୍‌ ଆଶ୍‌ରେ ବିପିନକୁଁ ଧରି ପରିବାର ଲୋକ୍‌ ଜିଲାପାଲ ମୋନିଷା ବାନାର୍ଜୀକଁୁ ଗୁହାରି କରବାକେ ଆସିଥିଲେ। ଜିଲାପାଲ ସୋନପୁର ବିଡିଓକୁଁ ଇ ଦିଗେ ପଦକ୍ଷେପ ନେବାକେ ନିରଦେଶ ଦେଇଛନ୍‌। ଏନ୍‌ତାଥି ପରିବାର ଲୋକ୍‌ ବି ସରକାରୀ ସାହାଯ୍‌ ମିଲବା ବଲି ଆଶ୍‌ କରି ରହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପୂରା ଉଆଁସ ଶାଢ଼ିରେ ଓଡ଼ିଆ ପରମ୍ପରାର ଝଲକ: ଚର୍ଚ୍ଚାରେ ଟିକାୟତ ମେହେର

ଅମରପାଲି,୩ା୯(ପୀତାମ୍ବର ସାହୁ):ଶାଢ଼ିରେ ବାନ୍ଧକଳା କାମ କରି ଓଡ଼ିଆ ପରମ୍ପରାର ଝଲକ ଦେଖାଇଛନ୍ତି ବାନ୍ଧଶିଳ୍ପୀ। ପଶ୍ଚିମ ଓଡ଼ିଶାର ପାରମ୍ପରିକ ପର୍ବ ପୂରା ଉଆଁସକୁ ଶାଢ଼ିରେ ସ୍ଥାନିତକରି ଏବେ...

ଦୁଇ ଦିନ ହେଲା ଥିଲେ ନିଖୋଜ: ନାଳରୁ ମିଳିଲା…

ଅମରପାଲି,୩।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଧୀନ ଯାଲୋଏ ପଞ୍ଚାୟତ ଜାମଗାଁ ନିକଟସ୍ଥ ନାଳରୁ ଜଣେ କଲେଜ ଛାତ୍ରଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି।...

ଧାନଫସଲ ଦଳିଚକଟି ନଷ୍ଟକଲେ ୯ଟିକିଆ ହାତୀପଲ

ଅମରପାଲି,୨ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବନାଞ୍ଚଳ ଅନ୍ତର୍ଗତ ପିତାମହୁଲ ପଞ୍ଚାୟତ ଗରିଆମୁଣ୍ଡା ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଦୁଇଦିନ...

ଶିକାର କରିବା ପୂର୍ବରୁ ଧରାପଡ଼ିଲେ ଦୁଇ ଶିକାରୀ

ସୋନପୁର/ଉଲୁଣ୍ଡା, ୩୦।୮ (ମୃତ୍ୟୁଞ୍ଜୟ ଶତପଥୀ/ଉରୁକ୍ରମ ପାଣ୍ଡିଆ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ବନ କ୍ଷେତ୍ରାଞ୍ଚଳର ସିଂହାସନ ସଂରକ୍ଷିତ ଜଙ୍ଗଲରେ ଗୁରୁବାର ରାତିରେ ବନବିଭାଗର ଟିମ୍‌ ଚଢାଉ...

ବାରଝୁଲାରେ ବ୍ୟାପିଲା ଝାଡାବାନ୍ତି: ୨ ଦିନରେ ୧୨ ଆକ୍ରାନ୍ତ ଚିହ୍ନଟ

ଅମରପାଲି,୨୯।୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାରଝୁଲା ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଗ୍ରାମର ପ୍ରାୟ ୧୨ଜଣ ବ୍ୟକ୍ତି ଝାଡ଼ା...

ପୁରୁଷୋତ୍ତମପାଲିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣେ ମୃତ, ୧୪ ଆକ୍ରାନ୍ତ

ଅମରପାଲି,୧୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଲୁତୁରପଙ୍କ ପଞ୍ଚାୟତର ପୁରୁଷୋତ୍ତମପାଲିରେ ଝାଡ଼ାବାନ୍ତି ବ୍ୟାପିଛି। ଏଥିରେ ଜଣକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଆକ୍ରାନ୍ତ...

ଲେଖିପଢ଼ି ଜାଣିନାହାନ୍ତି ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେ, ରଦ୍ଦ ହେଲା ସଭ୍ୟପଦ

ଅମରପାଲି,୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ନିମ୍ନା ପଞ୍ଚାୟତ ସରପଞ୍ଚ ସୂର୍ଯ୍ୟକାନ୍ତି ପାଣ୍ଡେଙ୍କ ସଭ୍ୟ ପଦ ରଦ୍ଦ ହୋଇଛି। ଏନେଇ ବୀରମହାରାଜପୁର ଦଓ୍ବୋନି...

ବାନ୍ଧକାମରେ ଶ୍ରୀମଦ୍‌ ଭଗବଦ୍‌ ଗୀତା

ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ): ବର୍ଣ୍ଣିଳ ସଂସ୍କୃତିର ମାଟି ସୁବର୍ଣ୍ଣପୁର। ଏଠାକାର ବାନ୍ଧକଳାରେ ସୃଷ୍ଟ ବୟନଶିଳ୍ପ ବିଶ୍ୱ ବସ୍ତ୍ର ବଜାରରେ ଶୀର୍ଷ ସ୍ଥାନରେ ରହିଛି। ଏଇ ମାଟିର ବାନ୍ଧଶିଳ୍ପୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri