କାମାକ୍ଷାନଗର,୨୦।୬(ଡି.ଏନ.ଏ.)-ପଞ୍ଚଭୂତରେ ବିଲୀନ ହୋଇଛି ଶହୀଦ ଅଜିତ ସାହୁଙ୍କ ମରଶରୀର। ଶୋକାକୂଳ ପରିବେଶ ମଧ୍ୟରେ କାମାକ୍ଷାନଗର ବଡ଼ସୁଆଁଳ ଗ୍ରାମ ଶଶ୍ମାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଞ୍ଚଳବାସୀ, ପରିବାର ବର୍ଗ, ଆତ୍ମୀୟମାନେ ବୀରପୂତ୍ରଙ୍କୁ ଅଶ୍ରୁଳ ବିଦାୟ ଦେଇଛନ୍ତି।
କାମାକ୍ଷାନଗର,୨୦।୬(ଡି.ଏନ.ଏ.)-ପଞ୍ଚଭୂତରେ ବିଲୀନ ହୋଇଛି ଶହୀଦ ଅଜିତ ସାହୁଙ୍କ ମରଶରୀର। ଶୋକାକୂଳ ପରିବେଶ ମଧ୍ୟରେ କାମାକ୍ଷାନଗର ବଡ଼ସୁଆଁଳ ଗ୍ରାମ ଶଶ୍ମାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅଞ୍ଚଳବାସୀ, ପରିବାର ବର୍ଗ, ଆତ୍ମୀୟମାନେ ବୀରପୂତ୍ରଙ୍କୁ ଅଶ୍ରୁଳ ବିଦାୟ ଦେଇଛନ୍ତି।
ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...
ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...
ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...
ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍ ମାଟି ଚୋରି ହୋଇଛି। ୫୩...
ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...
ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...
ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...
ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...
