ପଞ୍ଜାବ ନିର୍ବାଚନ ପୂର୍ବରୁ ଭାଜପାରେ ସାମିଲ ହେବେ ହରଭଜନ ସିଂ!

ଚଣ୍ଡିଗଡ଼,୧୨ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଞ୍ଜାବ ବିଧାନସଭା ନିର୍ବାଚନ । ଏଥିପାଇଁ ଏବେଠାରୁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି । ଏହାରି ଭିତରେ ଶୁଣିବାକୁ ମିଳିଥିଲା କି କ୍ରିକେଟର ହରଭଜନ ସିଂ ଏଥର ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇପାରନ୍ତି । ହେଲେ ଏହି ଖବରକୁ ଏବେ ଖଣ୍ଡନ କରିଛନ୍ତି ହରଭଜନ । ସେ କହିଛନ୍ତି ଏହା ଭୁଲ ଖବର । ସେ କୌଣସି ରାଜାନୌତିକ ଦଳ ସହ ସାମିଲ ହେଉ ନାହାନ୍ତି । ଶୁଣିବାକୁ ମିଳିଥିଲା କି କେବଳ ହରଭଜନ ନୁହେଁ ଯୁବରାଜ ସିଂ ବି ରାଜନୀତିକୁ ଆସିବେ । ଅବଶ୍ୟ ଏପର୍ଯ୍ୟନ୍ତ ଯୁବରାଜଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ । ସୂଚନାଯୋଗ୍ୟ, ପୂର୍ବରୁ ଏକ ସାକ୍ଷାତ୍‌କାରରେ ହରଭଜନ କହିଥିଲେ ତାଙ୍କୁ ଯଦି କୌଣସି ଦଳ ଅଫର କରେ ତେବେ ସେ ଏହା ଗ୍ରହଣ କରିବେ । ଏହାକୁ ଦୃଷ୍ଟିରେ ରଖି ଏବେ ଏହି ଖବର ଶୁଣିବାକୁ ମିଳୁଥିଲା । ଏହାସହ କୁହାଯାଉଥିଲା କି ଚଳିତ ବର୍ଷ ହରଭଜନ ସମସ୍ତ କ୍ରିକେଟରୁ ସନ୍ୟାସ ନେଇ ରାଜନୀତିରେ ଯୋଗଦେବେ । ହେଲେ ଏହାକୁ ଏବେ ସମ୍ପୂର୍ଣ୍ଣ ଭାବେ ଖଣ୍ଡନ କରିଛନ୍ତି ହରଭଜନ ।


Enter your email to get our daily news in your inbox.

All Right Reserved By Dharitri.Com

ଆଞ୍ଚଳିକ ଦଳ ଉପରେ ପୁନଃ ଆସ୍ଥାପ୍ରକଟ କଲେ ଝାଡ଼ଖଣ୍ଡବାସୀ: ବିଜେଡି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଛି। ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମ୍‌ଏମ୍‌ର ବିଜୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆଞ୍ଚଳିକ...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦ ଉପରେ ନଜର

ମୁମ୍ବାଇ ,୨୪ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ବଡ଼ ବିଜୟ ହାସଲ କରିଥିବାବେଳେ କିଏ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ, ତାହା ଉପରେ...

ମହାରାଷ୍ଟ୍ରରେ ମହାୟୁତି, ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌+

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଜନାଦେଶ ଶାସକ ମେଣ୍ଟ ସପକ୍ଷରେ ଆସିଛି। ମହାରାଷ୍ଟ୍ର ମତଦାତା ‘ଲଡ୍‌କି ବହିନ’ ଭଳି ଯୋଜନାଗୁଡ଼ିକୁ ନେଇ ମହାୟୁତି ଉପରେ...

ନିଜ ନାଁ ବଦଳାଇ ଦେଲେ ସଞ୍ଜୁ ସାମସନ୍‌, ନେଲେ ଚମକାଇବା ଭଳି ନିଷ୍ପତ୍ତି

ନୂଆଦିଲ୍ଲୀ,୨୩।୧୧: ନିଜର ନାଁ ବଦଳାଇ ଦେଇଛନ୍ତି ଭାରତୀୟ କ୍ରିକେଟର ସଞ୍ଜୁ ସାମସନ। ଗତ କିଛି ଦିନ ଧରି ଜବରଦସ୍ତ ଫର୍ମରେ ଥିବା ଏହି କ୍ରିକେଟର ଭିନ୍ନ...

ପରାଜୟ ପରେ ଇଭିଏମ୍‌କୁ ଦୋଷଦେଲେ ବିରୋଧୀ

ନୂଆଦିଲ୍ଲୀ ,୨୩ା୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମହାୟୁତି ମେଣ୍ଟ ବିଜୟୀ ହେବା ପରେ ବିରୋଧୀ ମହା ବିକାଶ ଅଘାଡ଼ି(ଏମ୍‌ଭିଏ) ଇଭିଏମ୍‌କୁ ଦୋଷ ଦେଇଛି। ଭାଜପାକୁ ଫାଇଦା...

ଭୟଙ୍କର ଦୁର୍ଘଟଣା ବେଳେ ଜୀବନ ବଞ୍ଚାଇଥିବା ୨ ଦେବଦୂତଙ୍କୁ ଏହି ଉପହାର ଦେଇଛନ୍ତି ପନ୍ତ, ଅଷ୍ଟ୍ରେଲିଆରେ ହେଲା ଖୁଲାସା…

ନୂଆଦିଲ୍ଲୀ,୨୩।୧୧: ୨୦୨୨ ଡିସେମ୍ବର ୩୦…ଏହି ତାରିଖକୁ ଭାରତୀୟ କ୍ରିକେଟ ପ୍ରଶଂସକ କେବେ ବି ଭୁଲିପାରିବେ ନାହିଁ। କାରଣ ଏହି ଦିନ କ୍ରିକେଟର ଋଷଭ ପନ୍ତ ଭୟଙ୍କର...

୩୩ କୋଟିରେ ପନ୍ତଙ୍କୁ କିଣିଲା ପଞ୍ଜାବ, ମେଗା ଅକ୍ସନ ପୂର୍ବରୁ…

ନୂଆଦିଲ୍ଲୀ,୨୩।୧୧: ଆଇପିଏଲ୍‌ ମେଗା ଅକ୍ସନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି। ଏହାପରେ ଅନେକ ଖେଳାଳିଙ୍କ ଭାଗ୍ୟର ଫଳାଫଳ ଆସିବ। ନଭେମ୍ବର ୨୪ରୁ ଆରମ୍ଭ...

ମହାରାଷ୍ଟ୍ରରେ ବିଜୟ ସବୁ ରେକର୍ଡ ଭାଙ୍ଗିଲା: ମୋଦି

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ମହାୟୁତିର ବଡ଼ ବିଜୟ ପରେ ଦିଲ୍ଲୀ ଭାଜପା ମୁଖ୍ୟାଳୟରେ କର୍ମୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି,...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri