ପଟ୍ଟାମୁଣ୍ଡାଇରେ କାଉ ମଡ଼କ: ବାର୍ଡଫ୍ଲ୍ୟୁ ସନ୍ଦେହ

ପଟ୍ଟାମୁଣ୍ଡାଇ,୨୪।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାଉ ମଡ଼କ ଦେଖିବାକୁ ମିଳିଛି। ଏତେ ସଂଖ୍ୟାରେ କାଉ ମରିବାନେଇ ବାର୍ଡଫ୍ଲ୍ୟୁ ଆଶଙ୍କା ପ୍ରକାଶ ପାଇଛି। ପଟ୍ଟାମୁଣ୍ଡାଇ ବ୍ଲକ ଖଡ଼ଇଣ୍ଟା ଗ୍ରାମରେ ସୋମବାର ସକାଳେ କେନାଲ ବନ୍ଧ ବରଗଛ ନିକଟରେ ଶତାଧିକ କାଉ ମରିପଡିଥିବା ଦେଖି ଲୋକଙ୍କ ମଧ୍ୟରେ ନାନା ସନ୍ଦେହ ଦେଖାଦେଇଛି। ଏତେ ସଂଖ୍ୟାରେ କାଉ ମରିବା ଘଟଣାକୁ ନେଇ ଲୋକେ ଭୟଭୀତ ହୋଇପଡିଛନ୍ତି। ପ୍ରାଣୀ ଚିକିତ୍ସା ବିଭାଗ ତୁରନ୍ତ ତଦନ୍ତକରି କାଉ ମୃତ୍ୟୁର କାରଣ ସମ୍ପର୍କରେ ସରକାରଙ୍କୁ ଜଣାଇ ପ୍ରତିକାର କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଅଜାଣତରେ ଟଙ୍କା ହଡ଼ପ ଘଟଣା:ରାଜକନିକାରୁ ରାଜଧାନୀକୁ ଚାଷୀଙ୍କ ପଦଯାତ୍ରା

ରାଜକନିକା,୧୯ା୯(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣା ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ରେ ଚାଷୀମାନଙ୍କ ଅଜାଣତରେ ଟଙ୍କା ହେରଫେର ହୋଇଛି। ଏହି ଘଟଣାରେ...

ନଦୀ ପାର ହେଉଥିଲେ: ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୧୬।୯: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଦିନିଆରି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ନଦୀ ପାର ହେବା ବେଳେ ଜଣେ ବୃଦ୍ଧଙ୍କୁ ଝାମ୍ପି...

କର୍ମଚାରୀ ଅଭାବ: ଯୋଜନା କାର୍ଯ୍ୟକାରୀରେ ଅନ୍ତରାୟ

ପଟ୍ଟାମୁଣ୍ଡାଇ,୧୬ା୯ (କଳ୍ପତରୁ ନାୟକ): ଭାଜପା ସରକାର ପ୍ରଶାସନକୁ ଲୋକାଭିମୁଖୀ କରି ଲୋକମାନଙ୍କ ହିତରେ ଯୋଜନା ପ୍ରଣୟନ କରୁଥିବା କୁହାଯାଉଛି। କିନ୍ତୁ ସରକାର ପ୍ରଣୟନ କରୁଥିବା ଯୋଜନାଗୁଡ଼ିକ...

ସାଇକେଲ, ଚପଲ ଥୋଇ ଭରାନଦୀକୁ ଡେଇଁ ପଡ଼ିଲେ ଅଧ୍ୟାପକ

ଡେରାବିଶ,୧୫।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ଡେରାବିଶ ବ୍ଳକ ଲୁଣାନଦୀର ବସୁପୁର ପୋଲ ଉପରୁ ପାଣିକୁ ଡେଇଁ ରବିବାର ଜଣେ ଯୁବକ ନିଖୋଜ...

ଗାଁ ପୋଖରୀରେ କୁମ୍ଭୀର: ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୧୪।୯: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣସାହି ଗଜରାଜପୁର ଗାଁ ପୋଖରୀରେ କୁମ୍ଭୀର ଆତଙ୍କ ଦେଖାଦେଇଛି। ପୋଖରୀରେ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଅନ୍ୟପକ୍ଷେ...

କ୍ୱାକ୍‌ଙ୍କ କବଳରେ ରୋଗୀ

ମହାକାଳପଡ଼ା,୧୨ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ନକଲି ଡାକ୍ତର ତଥା କ୍ୱାକ୍‌ଙ୍କ ପ୍ରଭାବ ବଢ଼ି ଚାଲିଛି। ରାଜ୍ୟ ବାହାରୁ ଆସୁଥିବା...

ରାଜ୍ୟରେ ବ୍ୟାପିବାରେ ଲାଗିଛି ବାର୍ଡ଼ ଫ୍ଲୁ: କ୍ଵାରେଣ୍ଟାଇନରେ କୁକୁଡ଼ା ଚାଷୀ

ଭୁବନେଶ୍ୱର,୧୦।୯: ରାଜ୍ୟରେ ଏବେ ବାର୍ଡ଼ ଫ୍ଲୁ ରୋଗରେ କୁକୁଡ଼ା ଆକ୍ରାନ୍ତ ଖବର ମଧ୍ୟରେ କେନ୍ଦ୍ରାପଡା ଡେରାବିସି ଅଞ୍ଚଳରେ କିଛି ଚାଷୀଙ୍କଠାରେ ଲକ୍ଷଣ ଦେଖାଯିବାରୁ କିଛି କୁକୁଡ଼ା...

ଫାଶ, ବିଷ, ବାଟୁଳିରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୧୦।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ମହାକାଳପଡ଼ା ରେଞ୍ଜ ଅଧୀନ ଜଙ୍ଗଲ ମଧ୍ୟରେ ପକ୍ଷୀମାନେ ବସା ବାନ୍ଧିଛନ୍ତି। ହେଲେ କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri