ପଥରଆଡି ମନ୍ଦିରରୁ ଚୋରି

ଭଦ୍ରକ ଅଫିସ,୨୩।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଚରମ୍ପା ପଥରଆଡିସ୍ଥିତ ରାଧାକୃଷ୍ଣ ମନ୍ଦିରରୁ ବୁଧବାର ରାତିରେ କେହି ଦୁବୃର୍ତ୍ତ ଚୋରି କରିଥିବା ଅଭିଯୋଗ ହୋଇଛି। ରାଧାକୃଷ୍ଣଙ୍କ ପିତଳ ପ୍ରତିମୂର୍ତ୍ତି ସହ ସୁନା ଅଳଙ୍କାର, ଦାନବକ୍ସ ଚୋରି କରିନେଇଥବା ଜଣାପଡିଛି। ଗୁରୁବାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।