ପଦ୍ମପୁର ବିଧାନସଭା: ଭାଜପା ଆଗରେ

ପଦ୍ମପୁର,୨୩।୫: ପଦ୍ମପୁର ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଅଛନ୍ତି। ପଞ୍ଚମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ପ୍ରଦୀପ ୯୦୦୨ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ବିଜୟ ରଞ୍ଜନ ସିଂ ବରିହା ୮୧୨୭ ଭୋଟ ପାଇଛନ୍ତି।

Share