Posted inଖେଳ

ପନ୍ତ, ଆୟାରଙ୍କ ଅର୍ଦ୍ଧଶତକ; ଭାରତ ୧୮୯/୩

ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳ ପ୍ର୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହେବା ସତ୍ତ୍ୱେ ଭଲ ସ୍କୋର ଆଡ଼େ ମୁହାଁଇଛି। ଘରୋଇ ଦଳ ୮୦ ରନ୍‌ରେ ଲୋକେଶ ରାହୁଲ (୬), ଅଧିନାୟକ ବିରାଟ କୋହଲି (୪) ଓ ରୋହିତ ଶର୍ମା (୩୬)ଙ୍କ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। କିନ୍ତୁ ଶ୍ରେୟାସ ଆୟାର ଓ ରିଷଭ ପନ୍ତ ୪ର୍ଥ ଉଇକେଟ ପାଇଁ ଅପରାଜିତ ୧୦୯ ରନ୍‌ କରିଛନ୍ତି। ଉଭୟ ବ୍ୟାଟ୍ସମ୍ୟାନ ଏବେ ଅର୍ଦ୍ଧଶତକ ପୂରଣ କରି ଖେଳୁଛନ୍ତି। ଶ୍ରେୟାସ ୬୯* ( ୫ ଚୌକା ଓ ୧ ଛକା) ଓ ପନ୍ତ ୫୯* (୬ ଚୌକା ଓ ୧ ଛକା) ରନ୍‌ କରି ଖେଳୁଛନ୍ତି। ଏଣୁ ଭାରତୀୟ ଦଳ ୩୬ ଓଭର ସୁଦ୍ଧା ୩ ଉଇକେଟ ହରାଇ ୧୮୯ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓଡ଼ିଶାରେ ପହଞ୍ଚିଲେ ଚାମ୍ପିୟନ ଟିମ୍‌: ବିମାନବନ୍ଦରରେ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୮ା୧୧: ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପୁରୁଷ ଦଳ ପ୍ରଥମ ଥର ପାଇଁ ଚାମ୍ପିୟନ ହୋଇଛି।...

ବୁମ୍‌ରାଙ୍କ ପାଇଁ କାଳ ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୧୭।୧୧: ଭାରତୀୟ ବୋଲର୍‌ ଜସପ୍ରିତ ବୁମ୍‌ରା ନିଜର ସ୍ବତନ୍ତ୍ର ବୋଲିଂ ଶୈଳୀକୁ ନେଇ ସାରା ବିଶ୍ୱରେ ପରିଚିତ। ତାଙ୍କ ସାମ୍ନାରେ ବଡ଼ ବଡ଼ ବ୍ୟାଟ୍ସମ୍ୟାନ ଅଧିକ...

ହକିରେ ଇତିହାସ ରଚିଲା ଓଡ଼ିଶା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୧(ସରୋଜ ଜେନା): ଚେନ୍ନାଇରେ ଅନୁଷ୍ଠିତ ୧୪ତମ ଜାତୀୟ ସିନିୟର ହକି ଚାମ୍ପିୟନଶିପ୍‌ରେ ଶନିବାର ହରିୟାଣାକୁ ୫-୧ରେ ହରାଇ ଓଡ଼ିଶା ପ୍ରଥମ ଥର ଚାମ୍ପିୟନ ଆଖ୍ୟା ଅର୍ଜନ...

ପାକିସ୍ତାନର ମନ୍ଦ ଉଦ୍ଦେଶ୍ୟକୁ ନେଇ ଆଇସିସିର ବଡ଼ ଘୋଷଣା: ଭାରତ ଆସିବ ଚାମ୍ପିଅନ୍ସ ଟ୍ରଫି…

ନୂଆଦିଲ୍ଲୀ,୧୬।୧୧: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ର କାର୍ଯ୍ୟସୂଚୀକୁ ଉତ୍ସାହର ସହିତ ଅପେକ୍ଷା କରିଛି। ଏହି ଟୁର୍ନାମେଣ୍ଟକୁ ପାକିସ୍ତାନ ଆୟୋଜନ କରିବାକୁ ଥିବା ବେଳେ ପାକିସ୍ତାନ...

ଟିମ୍‌ ଇଣ୍ଡିଆରେ ଆଉ ନଜର ଆସିବେନି ସୂର୍ଯ୍ୟକୁମାର ଯାଦବ! ମନେ ପକାଇବେ ପ୍ରଶଂସକ, ଏ ହେଉଛି କାରଣ…

ନୂଆଦିଲ୍ଲୀ,୧୬।୧୧: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ସ୍ମରଣୀୟ ପାଲଟିଛି। ଦଳ ୪ ମ୍ୟାଚ୍‌ର ଟି୨୦ ସିରିଜର ୩-୧ରେ ବାଜି ମାରିଛି।...

ମାର୍କ କିଙ୍ଗ୍‌ ୫ ବର୍ଷ ବାସନ୍ଦ

ଶିଫିଲ୍ଡ, ୧୬ା୧୧ (ଏପି): ଇଂଲିଶ ସ୍ନୁକର ଖେଳାଳି ମାର୍କ କିଙ୍ଗ୍‌ଙ୍କୁ ଶୁକ୍ରବାର ୫ ବର୍ଷ ବାସନ୍ଦ କରାଯାଇଛି। ମ୍ୟାଚ ଫିକ୍ସିଂ କରିବା ଓ ଟୁର୍ନାମେଣ୍ଟର ଭିତିରି...

ଆଇପିଏଲ୍‌ ନିଲାମିରେ ୫୭୪ ଖେଳାଳି

ନୂଆଦିଲ୍ଲୀ, ୧୬ା୧୧ (ପି.ଟି.): ଆଗାମି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୫ ପାଇଁ ଖେଳାଳି ନିଲାମି ନଭେମ୍ବର ୨୪ ଓ ୨୫ରେ ସାଉଦି ଆରବର ଜେଦାହଠାରେ...

ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା

ସେଞ୍ଚୁରିୟନ୍‌,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍‌ରେ ଟିମ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri