ପବ୍ଲିକ ହେଲ୍‌ଥରେ ଅଧିକ ନିବେଶ ହେବ

ନୂଆଦିଲ୍ଲୀ,୧୮।୫: ପବ୍ଲିକ୍‌ ହେଲ୍‌ଥ ସିଷ୍ଟମରେ ସରକାର ଅଧିକ ପୁଞ୍ଜି ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ସ୍ବାସ୍ଥ୍ୟସେବା ଯୋଗାଣ କରୁଥିବା ଅନୁଷ୍ଠାନଗୁଡିକରେ ଏହାଦ୍ୱାରା ଅଧିକ ଅର୍ଥ ବିନିଯୋଗ ହେବ। ଅଧିକ ହେଲ୍‌ଥ ଏବଂ ଓ୍ବେଲ୍‌ନେସ ସେଣ୍ଟର ସ୍ଥାପନକୁ ସରକାର ଗୁରୁତ୍ୱ ଦେବେ। ମହାମାରୀକୁ ରୋକିବା ଲାଗି ତୃଣମୂଳ ସ୍ତରରୁ ପ୍ରସ୍ତୁତି, ଲାବ୍‌ନେଟ୍‌ଓ୍ବର୍କ, ଗବେଷଣା ଏବଂ ନ୍ୟାଶନାଲ ଡିଜିଟାଲ ହେଲ୍‌ଥ ମିଶନରେ ଉପରେ ସରକାର ଫୋକସ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୫ ଲକ୍ଷ ଭୋଟର

ଶ୍ରୀନଗର,୨୫ା୯ (ପି.ଟି.):ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯...

ସିଦ୍ଧି ବିନାୟକଙ୍କ ପ୍ରସାଦରେ ମୂଷା

ମୁମ୍ବାଇ, ୨୫ା୯:ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରରେ ଭକ୍ତଙ୍କୁ ଦିଆଯାଉଥିବା ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାକୁ ନେଇ ବିବାଦ ଥମି ନ ଥିବା...

୬ ବର୍ଷର ବାଳିକାଙ୍କୁ ସ୍କୁଲ୍‌ ପ୍ରିନ୍ସିପାଲଙ୍କ ବଳାତ୍କାର ଉଦ୍ୟମ: ପ୍ରତିରୋଧ କରିବାରୁ…

ଅହମଦାବାଦ,୨୫ା୯:ଦେଶରେ ଗତ କିଛିଦିନ ହେଲା ମହିଳା ବିରୋଧୀ ଯୌନ ଅପରାଧ ବଢ଼ିବାରେ ଲାଗିଛି। ବଳାତ୍କାରର ପ୍ରତିରୋଧ କଲେ ପୀଡ଼ିତାଙ୍କୁ ବୀଭତ୍ସ ହତ୍ୟା କରାଯାଉଛି। ଗୁଜରାଟର ଦାହୋଡ଼...

ବିବାଦ ମଧ୍ୟରେ ୪ ଦିନରେ ବିକ୍ରି ହୋଇଛି ୧୪ ଲକ୍ଷ ତିରୁପତି ଲଡ଼ୁ

ହାଇଦ୍ରାବାଦ, ୨୪।୯: ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରର ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାନେଇ ରିପୋର୍ଟ ଆସିବା ପରେ ଏହାକୁ ନେଇ ଦେଶବ୍ୟାପୀ ବିବାଦ...

ହନୁମାନ ରୂପରେ ଆସି କୁନି ଝିଅକୁ ବଳାତ୍କାରରୁ କଲେ ରକ୍ଷା

ଲକ୍ଷ୍ନୌ,୨୪ା୯: ଉତ୍ତରପ୍ରଦେଶର ବାଗପତ୍‌ ଜିଲାରେ ୬ ବର୍ଷର ଝିଅଙ୍କୁ ଜଣେ ଯୁବକ ବଳାତ୍କାର ଉଦ୍ୟମ କରୁଥିବାବେଳେ ମାଙ୍କଡ଼ ପଲ ଯୋଗୁ ନାବାଳିକା ଜଣକ ବର୍ତ୍ତିଯାଇଛନ୍ତି। ଗତ...

୩୧ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର: ୨୪,୧୬୨ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି...

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର...

ପୁଣି ତେଜିଲା ବିବାଦ, ପଶୁଚର୍ବି ପରେ ଏବେ ତିରୁପତିଙ୍କ ପ୍ରସାଦରୁ ମିଳିଲା ତମାଖୁ!

ଅମରାବତୀ,୨୪।୯: ତିରୁପତି ମନ୍ଦିରର ପ୍ରସାଦ ତିଆରି କରିବା ପାଇଁ ବ୍ୟବହୃତ ଘିଅରେ ପଶୁଚର୍ବିର ବ୍ୟବହାରକୁ ନେଇ ବିବାଦ ମଧ୍ୟରେ ଆଉ ଜଣେ ଭକ୍ତ ଏକ ବଡ଼...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri