Advertisement
Categories: ଜାତୀୟ

ପାକିସ୍ତାନ ବିପକ୍ଷରେ ଭାରତର ବିଜୟ: ଅମିତ ଶାହ କହିଲେ, ଆଉ ଏକ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ, ୧୭।୬: ବିଶ୍ୱକପର ଏକ ହେଭିଓ୍ବେଟ ମୁକାବିଲାରେ ଭାରତ ୮୯ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଏହି ମହାବିଜୟ ପରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି ବହୁ ରାଜନେତା। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭାରତୀୟ ଦଳର ବିଜୟରେ ଖୁସି ବ୍ୟକ୍ତ କରି କହିଛନ୍ତି, ପାକିସ୍ତାନ ଉପରେ ଭାରତୀୟ ଦଳର ଆଉ ଏକ ସର୍ଜିକାଲ ଷ୍ଟ୍ରାଇକ୍‌। ଭାତତୀୟ ଦଳକୁ ଅଭିନନ୍ଦନ ଜଣାଇବା ସହ ସମଗ୍ର ଦେଶ ଆଜି ଗର୍ବିତ ବୋଲି ଶାହ କହିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share