Categories: ରାଜ୍ୟ

ପାଟକୁରା ନିର୍ବାଚନ ଫଳାଫଳ: ଷଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ ଆଗରେ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ବହୁ ପ୍ରତୀକ୍ଷିତ ପାଟକୁରା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୩୬୬୧୨ ଖଣ୍ଡ ଭୋଟ ପାଇ ଆଗୁଆ ଅଛନ୍ତି। ସେହିପରି ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ର ୨୬୦୮୦ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତି ୯୮୨ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।

Share