ପାଟକୁରା ନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ବହୁ ପ୍ରତୀକ୍ଷିତ ପାଟକୁରା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଖଣ୍ଡ ଭୋଟରେ ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୫୩୭୩୨ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ର ୩୯୬୫୫ ଭୋଟ ପାଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତି ୧୩୭୯ ଖଣ୍ଡ ଭୋଟ ପାଇଛନ୍ତି।

Share