ପାଟକୁରା ଫଳାଫଳ: ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଜାରିରହିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗରେ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୪୨୦୩୭ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ର ୩୦୨୪୬ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତି ୧୧୦୭ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।

Share