Posted inଖେଳ

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। କ୍ରିକେଟ ପ୍ରଶଂସକମାନେ କହିଛନ୍ତି ଯେ, ଭାରତୀୟ ବୋଲରଙ୍କ ବିପକ୍ଷରେ ବ୍ୟାଟିଂ କରିବା ସହଜ କରିବା ପାଇଁ ଶାକିବ ଏହି କୌଶଳ ଅବଲମ୍ବନ କରିଛନ୍ତି। କିନ୍ତୁ ଏହି ଜିନିଷଗୁଡ଼ିକରେ କେତେ ସତ୍ୟତା ଅଛି ତାହା ଜଣାପଡିନାହିଁ। ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରାଙ୍କ ବିବୃତ୍ତି ଏହା ଉପରେ ଆସିଛି।

ଆକାଶ ଚୋପ୍ରା ଏହି ଭିଡିଓକୁ ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ପ୍ରକାଶ କରିଛନ୍ତି। ଏହି ଭିଡିଓରେ ସେ ଶାକିବ ଅଲ ହାସନଙ୍କ ପାଟିରେ କଳାଫିତା କାମୁଡୁଥିବା ଉପରେ ନିଜର ମତ ରଖିଛନ୍ତି। ଆକାଶଙ୍କ ଅନୁଯାୟୀ, ଭଲ ସନ୍ତୁଳନ ପାଇଁ ଶାକିବ ଅଲ ହାସନ କଳାଫିତାର ସାହାଯ୍ୟ ନେଇଥିଲେ। ଶାକିବ ଅଲ ହାସନଙ୍କ ମୁଣ୍ଡ ପ୍ରାୟତଃ ଆଗକୁ ଝୁଲି ରହିଥାଏ, କିନ୍ତୁ ଏଥିରୁ ରକ୍ଷା ପାଇବା ପାଇଁ ସେ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ଆସିଥିଲେ, ଯାହାଫଳରେ ବ୍ୟାଟିଂ ସମୟରେ ଭଲ ସନ୍ତୁଳନ ବଜାୟ ରହିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri