ପାଲଲହଡ଼ାରେ ମୁକେଶ ୬୫୬୩ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୧୮ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୫୬୩ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୩୫୧୬୪ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର ଅଶୋକ ମହାନ୍ତି ୨୮୬୦୧ ଖଣ୍ଡ ଭୋଟ ପାଇଛନ୍ତି।