Posted inଫୁରସତ

ପିତା କୋଟିପତି: ହାତେ ରାନ୍ଧିି ଖାଉଛନ୍ତି ପୁଅ

କୋଟିପତି ହେବାର ନିଶା ପ୍ରାୟ ଅଧିକାଂଶ ଲୋକଙ୍କର ଥାଏ। ଯଦି ପିତା କୋଟିପତି, ତେବେ ପୁଅ ମଧ୍ୟ ଛୋଟବେଳୁ ସେମିତି ଜୀବନଶୈଳୀ ଆପଣାଇ ଥାଆନ୍ତି। କିନ୍ତୁ ଆଲେକ୍‌ଜାଣ୍ଡର ଫ୍ରିଡ୍‌ମ୍ୟାନ୍‌ଙ୍କ କ୍ଷେତ୍ରରେ ଏହା ଭୁଲ ପ୍ରମାଣିତ ହୋଇଛି। ରୁଷର ଧନୀ ତାଲିକାରେ ଏକାଦଶ ସ୍ଥାନରେ ଥିବା ମିଖେଲ ଫ୍ରିଡ୍‌ମ୍ୟାନ୍‌୍‌ଙ୍କ ପୁଅ ହେଉଛନ୍ତି ଆଲେକ୍‌ଜାଣ୍ଡର। ପିତା କୋଟିପତି ସତ୍ତ୍ୱେ ମଧ୍ୟ ସେ ଏବେ ଏକ ଭଡାଘରେ ରହୁଛନ୍ତି। ନିଜ କାମ ନିଜେ କରୁଛନ୍ତି। ରୋଷେଇଠାରୁ ଆରମ୍ଭ କରି ଘରସଫା ସବୁ ନିଜ ହାତରେ କରୁଛନ୍ତି। ଲଣ୍ଡନରେ ପାଠ ପଢ଼ିଥିବା ୧୯ ବର୍ଷୀୟ ଆଲେକ୍‌ଜାଣ୍ଡର ଏବେ ନିଜର ଏକ ଛୋଟ ବ୍ୟବସାୟ ଆରମ୍ଭ କରିଛନ୍ତି। ଏନେଇ ସେ କହିଛନ୍ତି, ମୁଁ ନିଜ ଉପାର୍ଜନରେ କିଛି କରିବାକୁ ଚାହୁଁଛି। ସେଥିପାଇଁ ପିତାଙ୍କଠାରୁ କେବଳ ଉପଦେଶ ନେଉଛି, ଅର୍ଥ ନୁହେଁ। ଭବିଷ୍ୟତରେ ପିତା ନିଜ ସମ୍ପତ୍ତିିକୁ ଏକ ଦାତବ୍ୟ ଅନୁଷ୍ଠାନକୁ ଦାନ କରିଦେବେ। ତେଣୁ ତାଙ୍କ ସମ୍ପତ୍ତିରେ ମୋର କୌଣସି ଅଧିକାର ନାହିଁ। ବ୍ୟବସାୟ ପାଇଁ ପିତାଙ୍କଠାରୁ ଉପଦେଶ ନେବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସର ପୀଡ଼ିତଙ୍କୁ ଲୋଡ଼ା ସକାରାତ୍ମକ ସହଯୋଗ

ଆଜି ସାରା ବିଶ୍ୱରେ ରୋଜ ଡେ’ ପାଳନ କରାଯାଉଛି। କ୍ୟାନସରରେ ପୀଡିତ ଲୋକଙ୍କ ଜୀବନରେ ସୁଖ ଆଣିବା ଏବଂ ଜୀବନର ମହତ୍ତ୍ୱ ବୁଝାଇବା ପାଇଁ ପ୍ରତିବର୍ଷ...

ଆଧାର କାର୍ଡରେ କାହିଁକି ହସନ୍ତିନି ଲୋକ, ଜଣାପଡିଲା ବଡ଼ କାରଣ…

ଭାରତରେ ରହୁଥିବା ପ୍ରତ୍ୟେକ ନାଗରିକଙ୍କ ପାଖରେ ଆଧାର କାର୍ଡ ରହିବା ଆବଶ୍ୟକ । ଅନେକଙ୍କର ପାଖରେ ପାନ୍‌ ଓ ପାସପୋର୍ଟ ମଧ୍ୟ ଅଛି । ଭାରତରେ,...

ମନ୍ଦିର ମାଳିନୀ ଭୁବନେଶ୍ୱର

ପୁରାଣ ପ୍ରସିଦ୍ଧ ଏକାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଓଡ଼ିଶାର ରାଜଧାନୀ କରିବା ପାଇଁ ୧୯୪୮ ଏପ୍ରିଲ ୧୩ରେ ଶିଳାନ୍ୟାସ କରାଯାଇଥିଲା। ଏହାପରଠାରୁ ଧୀରେ ଧୀରେ ଏହା ଦେଶର...

ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନ ପାଇବା ପାଇଁ ପ୍ରସ୍ତୁତିରେ ଭିତରକନିକା…

କେନ୍ଦ୍ରାପଡ଼ା ଜିଲାରେ ଥିବା ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ପ୍ରକୃତିପ୍ରେମୀଙ୍କୁ ସର୍ବଦା ଆକୃଷ୍ଟ କରିଆସୁଛି। ଏହି ଆର୍ଦ୍ରଭୂମିରେ ୭୨ ପ୍ରକାର ହେନ୍ତାଳ ଜାତୀୟ ବିରଳ...

ପିଲାଙ୍କ ପାଠପଢ଼ା ଚାଲିଥିବା ବେଳେ ହଠାତ୍‌ କ୍ଲାସ୍‌ରୁମ୍‌ ଏସିରୁ ବାହାରିଲା ସାପ, ଆଉ ତା’ ପରେ…

ନୂଆଦିଲ୍ଲୀ,୨୦ା୯: ନୋଏଡାର ଘରୋଇ ବିଶ୍ୱବିଦ୍ୟାଳୟର ଏକ କ୍ଲାସ୍‌ରୁମ୍‌ର ଏସିରୁ ହଠାତ୍‌ ଗୋଟିଏ ସାପ ବାହାରିବାରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ପିଲାମାନେ ଭୟଭୀତ ହୋଇ ଡେସ୍କ...

ମୃତ୍ୟୁ ପରେ ମୃତଦେହକୁ କାଟି ଖାଇଯାନ୍ତି ଏହି ଲୋକ, ଅଦ୍ଭୁତ ପରମ୍ପରାକୁ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ମୃତ୍ୟୁ ପରେ, ପୃଥିବୀର ବିଭିନ୍ନ ସ୍ଥାନରେ ଲୋକମାନେ ବିଭିନ୍ନ ଉପାୟରେ ଶବଦାହ କରନ୍ତି। କେତେକ ସ୍ଥାନରେ, ଶେଷ ରୀତିନୀତି କରିବାର ପ୍ରକ୍ରିୟା ଏପରି ଯେ ଏହା...

ବନ୍ଦର ସହର ପାରାଦୀପ

ବର୍ଷତମାମ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସୁଛି ଓଡ଼ିଶାର ପ୍ରସିଦ୍ଧ ବନ୍ଦର ସହର ପାରାଦୀପ। ଜଗତ୍‌ସି ଜିଲାର ଏହି ସହରର ପ୍ରମୁଖ ଆକର୍ଷଣ ହେଉଛି ପଣ୍ୟବାହୀ ଜାହାଜ, ମହାନଦୀ...

ଭାରତୀୟ ଖାଦ୍ୟ ଅପରିଷ୍କାର କହିଲେ ଅଷ୍ଟ୍ରେଲୀୟ ୟୁଟ୍ୟୁବର

ନୂଆଦିଲ୍ଲୀ,୧୯ା୯: ଅଷ୍ଟ୍ରେଲୀୟ ୟୁଟ୍ୟୁବର ସିଡ୍‌ନୀ ଓ୍ବାଟ୍‌ସନ୍‌ ଭାରତୀୟ ବ୍ୟଞ୍ଜନକୁ ଅପରସ୍କାର ଆଖ୍ୟା ଦେଇ ବିବାଦୀୟ ହୋଇଛନ୍ତି। ସାମାଜିକ ଗଣମାଧ୍ୟମରେ ତାଙ୍କ ପୋଷ୍ଟ ଝଡ଼ ସୃଷ୍ଟି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri