ପିପିଇ ପ୍ରସ୍ତୁତ ପାଇଁ ୧୧ ସଂସ୍ଥାକୁ ଦାୟିତ୍ୱ

ନୂଆଦିଲ୍ଲୀ,୩୧। ୩: ବ୍ୟକ୍ତିଗତ ସ୍ବାସ୍ଥ୍ୟ ସୁରକ୍ଷା ଉପକରଣ ବା ପିପିଇ କିଟ୍ସ ତିଆରି କରିବା ଲାଗି ୧୧ ସଂସ୍ଥାକୁ ବଛାଯାଇଛି। ଏହି ସଂସ୍ଥାଗୁଡିକ ୨୧ ଲକ୍ଷ ପିଇଇ କିଟ୍ସ ପ୍ରସ୍ତୁତ କରିବା ନେଇ ଅର୍ଡର ଦିଆଯାଇଛି। ବର୍ତ୍ତମାନ ପ୍ରାୟ ୬ରୁ ୭ ହଜାର ପିପିଇ କିଟ୍‌ ସେମାନେ ଯୋଗାଇବା ନେଇ ସକ୍ଷମ ହେଉଛନ୍ତି। ଆଉ ସପ୍ତାହକ ମଧ୍ୟରେ ଏହା ୧୫ ହଜାରକୁ ବୃଦ୍ଧି ପାଇବ। ଅନ୍ୟ ଏକ କମ୍ପାନୀକୁ ୫ ଲକ୍ଷ ପିପିଇ କିଟ୍ସ ପ୍ରସ୍ତୁତ ଲାଗି କୁହାଯାଇଛି। ଏପ୍ରିଲ ୪ ସୁଦ୍ଧା ଲକ୍ଷ କିଟ୍ସ ଆସିଯିବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୱାକାଥନ୍‌ ଜରିଆରେ ଜାଗରୁକତା ସୃଷ୍ଟି

ଭୁବନେଶ୍ୱର,୫।୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର କଟକ ମଣ୍ଡଳ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏପରିକି ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩...

ନାଲ୍‌କୋରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲକୋ ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪...

ବିଓଏମ୍‌ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ସତର୍କତା ସଚେତନତା ସପ୍ତାହ ନିକଟରେ ଶେଷ ହୋଇଯାଇଛି। ଏପରିକି ୨୦୨୪...

ଦିନକରେ ୬ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୫।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଭୂ-ରାଜନୈତିକ ବାତାବରଣ ଯୋଗୁ ଭାରତୀୟ ପୁଞ୍ଜି ବଜାର ଓ ଷ୍ଟକ ମାର୍କେଟ କାରବାରରେ ଏକ ପ୍ରକାରର ବଡ ଧରଣର ପ୍ରଭାବ...

ନଭେମ୍ବର ୮ରୁ ‘ପଥ ପ୍ରଦର୍ଶକ ୨.୦’

ଭୁବନେଶ୍ୱର,୫।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କ୍ୟାରିୟର ମ୍ୟାପ୍‌ ପକ୍ଷରୁ ଚଳିତ ବର୍ଷ ନଭେମ୍ବର ୮ରୁ ଏକ ୨ଦିନିଆ ପ୍ରଦର୍ଶନୀ ‘ପଥ ପ୍ରଦର୍ଶକ...

ସର୍ବକାଳୀନ ସର୍ବନିମ୍ନ ସ୍ତରକୁ ଖସିଲା ଟଙ୍କା ମୂଲ୍ୟ

ନୂଆଦିଲ୍ଲୀ,୪।୧୧: ଆମେରିକୀୟ ଦୁର୍ବଳତାର ଫାଇଦା ନେଇ ଅନ୍ୟ ଏସୀୟ ବଜାର ଲାଭାନ୍ବିତ ହୋଇଥିବା ବେଳେ କ୍ଷତିର ସମ୍ମୁଖୀନ ହୋଇଛି ଭାରତୀୟ ଟଙ୍କା। ସ୍ଥାନୀୟ ଷ୍ଟକରୁ କ୍ରମାଗତ...

ପୁଣି ବଢିବ ତେଲ ଦର: ଉତ୍ପାଦନକାରୀ ଦେଶ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୧୧: ଅଶୋଧିତ ତୈଳ ଉତ୍ପାଦନ ହ୍ରାସ କରିବାକୁ ଉତ୍ପାଦନକାରୀ ରାଷ୍ଟ୍ର(ଓପେକ ପ୍ଲସ)ଗୁଡିକ ନିଷ୍ପତ୍ତି ନେବା ପରେ ତେଲ ମୂଲ୍ୟ ୨ ପ୍ରତିଶତ ବୃଦ୍ଧି ପାଇଛି। ଯେତେବେଳେ...

ଓଡ଼ିଶାରୁ ଓହରି ନାହାନ୍ତି ଆର୍ସଲମିତ୍ତଲ, ନିପନ ଷ୍ଟିଲ୍: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୪ା୧୧: ଅଗ୍ରଣୀ ଷ୍ଟିଲ୍ ଉତ୍ପାଦନକାରୀ କମ୍ପାନୀ ଆର୍ସଲମିତ୍ତଲ ଏବଂ ଜାପାନର ନିପନ ଷ୍ଟିଲ୍ ଓଡିଶାରୁ ଓହରି ନଥିବା କହିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ। ଦୁଇ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri