ପିଲା ଜିଦିଆ ହୋଇଥିଲେ ସମ୍ଭାଳନ୍ତୁ ଏପରି…

କୁହାଯାଏ, ଗୋଟିକିଆ ଛୁଆ ବେଶି ଜିିଦିଆ ହୋଇଥା’ନ୍ତି। ଗୋଟିଏ ଛୁଆ ହୋଇଥିବାରୁ ପରିବାରର ସମସ୍ତେ ଗେଲବସରରେ ବଢ଼ାଇଥା’ନ୍ତି। ତାଙ୍କ ମନପସନ୍ଦର ଜିନିଷ ଦେଇଥା’ନ୍ତି। ପ୍ରାୟତଃ କୌଣସି କଥାରେ ଆକଟକରି ନ ଥାଆନ୍ତି। ଏହିସବୁ କାରଣ ପିଲାଙ୍କୁ ଜିଦିଆ କରିବାରେ ସାହାଯ୍ୟ କରିଥାଏ। ଜିଦିଆ ପିଲାଙ୍କୁ ସମ୍ଭାଳିବା କଷ୍ଟକର ହୋଇଥାଏ। ଯଦି ଆପଣଙ୍କ ପିଲାଠି ଏକଜିଦିଆ ଲକ୍ଷଣ ଦେଖୁଛନ୍ତି, ସେମାନଙ୍କୁ ସମ୍ଭାଳିବା ପାଇଁ ଜାଣନ୍ତୁ କିଛି ଟିପ୍ସ।

– ଆପଣଙ୍କ ପିଲାଙ୍କୁ ସ୍ନେହ ସହିତ ଦାୟିତ୍ୱ ବି ଦେବା ନିହାତି ଜରୁରୀ। ସେମାନଙ୍କ ଉପରେ ଛୋଟ ଛୋଟ ଦାୟିତ୍ୱ ଦେବା ଫଳରେ ସେ ତାହାର ମହତ୍ତ୍ୱ ବୁଝିଥାଏ। ତେବେ ପିଲା ଜିଦି କରିବା ସମୟରେ ଆପଣ ଅଧିକ ନ ରାଗି ଶାନ୍ତ ହୋଇ ତାଙ୍କୁ ବୁଝାନ୍ତୁ।

– ଛୁଆଙ୍କ ସହ ଅଧିକ ସମୟ ବିତାଇବା ସହିତ ସାଙ୍ଗ ଭଳି ବ୍ୟବହାର କରନ୍ତୁ।
– ପିତାମାତା ଛୁଆଙ୍କ ସବୁ ଇଚ୍ଛା ପୂରଣ କରିବା ଉଚିତ ହୋଇ ନ ଥାଏ। ତେବେ ଛୁଆ ମାଗୁଥିବା ସବୁ ଜିନିଷ ସେମାନଙ୍କୁ ନ ଦେଇ ଟଙ୍କାର ମୂଲ୍ୟ ସେମାନଙ୍କୁ ଜଣାଇବା ଉଚିତ।

– ପିଲାଙ୍କ ମନରେ ଥିବା କଥା ତାଙ୍କ ଭିତରେ ଚାପି ରଖିବାକୁ ଦିଅନ୍ତୁ ନାହିଁ, ତାଙ୍କୁ ମନଖୋଲି କହିବାକୁ ଦିଅନ୍ତୁ ଏବଂ ଧ୍ୟାନ ସହକାରେ ଶୁଣନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ସକାଳେ ପିଇବେ ଲେମ୍ବୁ ପାଣି

ଆମର ଅନିୟମିତ ଜୀବନ ଶୈଳୀ ଏବେ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଅସମୟରେ ଅନେକେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ହେଲେ...

ସୁନା ହଜିବା କାହିଁକି ଅଶୁଭ? ଦେଖାଯାଏ ଖରାପ ସଙ୍କେତ

ହିନ୍ଦୁ ଧର୍ମରେ ସୁନାକୁ ସବୁଠାରୁ ପବିତ୍ର ଧାତୁ ଭାବରେ ବିବେଚନା କରାଯାଏ ଏବଂ ଏହାକୁ ଦେବୀ ଲକ୍ଷ୍ମୀଙ୍କ ପ୍ରତୀକ ଭାବରେ ବିବେଚନା କରାଯାଏ। ଏହି କାରଣରୁ...

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ…

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ… ଓଜନ ହ୍ରାସ କରିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାରର ଉପାୟ ଅବଲମ୍ବନ...

ଘରୋଇ ଉପଚାର ଦ୍ୱାରା ରୂପଚର୍ଯ୍ୟା

ଗ୍ରୀକ୍‌, ଇଜିପ୍ଟରେ ବହୁ ବର୍ଷ ପୂର୍ବେ ସୌନ୍ଦର୍ଯ୍ୟକୁ ନେଇ ମଧ୍ୟ ଲୋକେ ବେଶ୍‌ ସଜାଗ ରହୁଥିଲେ ବୋଲି ଇତିହାସରେ ବର୍ଣ୍ଣନା କରା ଯାଇଛି । ଜାଣନ୍ତୁ...

ଅନେକ ରୋଗର ମହୋଷଧି ରସୁଣ

ରସୁଣ ଖାଇବାର ଲାଭ ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ ପ୍ଲାନରେ ସାମିଲ...

ପେଟ କମାଏ ଗୋଲମରିଚ

ଆମ ରୋଷେଇ ଘରେ ମିଳୁଥିବା ଅନେକ ପ୍ରକାରର ମସଲା ଆମକୁ ନିରୋଗ ରଖିବାରେ ସହାୟ ହୋଇଥାଏ। ହେଲେ ଏହାର ବ୍ୟବହାର ସମ୍ପର୍କରେ ଅନେକ ସମୟରେ ଆମେ...

କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ

ମଣିଷ ଶରୀରରୁ ବିଷାକ୍ତ ପଦାର୍ଥକୁ ମୁତ୍ର ଆକାରରେ ବାହାର କରିବା ଏବଂ ରକ୍ତକୁ ପରିସ୍କାର କରିବାରେ ମୁଖ୍ୟ ଭୂମିକା ବହନ କରିଥାଏ ବୃକକ୍‌ ବା କିଡ୍‌ନୀ।...

ଅସ୍ଥିକୁ ଶକ୍ତ କରେ ଖଜୁରି

ଖଜୁରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଖଜୁରି ଖାଆନ୍ତି ତେବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image