ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା ସତରେ ପ୍ରତିଫଳିତ ହୋଇଛି। ପ୍ରକାଶିତ ତାଲିକାରେ ତିନି ବିଧାୟକ ସେମାନଙ୍କ ପୁତ୍ରଙ୍କୁ ଥଇଥାନ କରିବାରେ ସଫଳ ହୋଇଛନ୍ତି। ବାସୁଦେବପୁର ବିଧାୟକ ତଥା ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ସ୍ଥାନରେ ତାଙ୍କ ପୁଅ ବିଷ୍ଣୁବ୍ରତ ରାଉତରାୟ, ବାଙ୍କୀ ବିଧାୟକ ପ୍ରଭାତ ତ୍ରିପାଠୀଙ୍କ ସ୍ଥାନରେ ଦେବୀ ରଞ୍ଜନ ତ୍ରିପାଠୀ ଏବଂ ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ସ୍ଥାନରେ ସୌଭିକ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରାଇଛି। ସୂଚନାଯୋଗ୍ୟ, ପ୍ରଫୁଲ୍ଲ ଘଡାଇଙ୍କ ପୁଅ ପ୍ରୀତି ରଞ୍ଜନ ଘଡାଇଙ୍କୁ ସୁକିନ୍ଦା, ସିମୁଳିଆରେ ପର୍ଶୁରାମ ପାଣିଗ୍ରାହୀଙ୍କ ପୁଅ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଧର୍ମଶାଳାରେ କଳ୍ପତରୁ ଦାସଙ୍କ ପୁଅ ପ୍ରଣବ ବଳବନ୍ତରାୟଙ୍କୁ ପୁଣି ବିଜେଡି ଟିକେଟ ଦେଇଛି। ଅପରପକ୍ଷରେ ପରିବାରବାଦକୁ ବିଜେଡି ବେଶୀ ପ୍ରୋତ୍ସାହିତ କରୁଥିବା ବିରୋଧୀଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଡ଼ ପରଦାରେ ନଜର ଆସିବେ ବରୁଣ-ଜାହ୍ନବୀ

ମୁମ୍ବାଇ: ବଡ଼ ପରଦାରେ ପୁଣିଥରେ ଅଭିନେତା ବରୁଣ ଧାଓ୍ବନ ଓ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ କେମେଷ୍ଟ୍ରିକୁ ଦେଖିବା ପାଇଁ ଉଭୟଙ୍କ ପ୍ରଶଂସକ ଉତ୍ସାହର ସହ ଅପେକ୍ଷା...

ବୌଦ୍ଧ ଦେଶର ଉତ୍ତପ୍ତ ସହର: ୪୩.୬ ଡିଗ୍ରୀ ସହ ତାତିରେ ସିଝିଲେ ଲୋକେ

ଭୁବନେଶ୍ୱର, ୧୬ା୩: ଆଜି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହିତ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଶନିବାର...

ରାଜଧାନୀ ଡବଲ ମର୍ଡର ଘଟଣା: ପୋଲିସ ପିଛା କରିବାରୁ ଡିମିରି ଫଳ ଖାଇଦେଲେ ଅଭିଯୁକ୍ତ, ଡିସିପି କହିଲେ…

ଭୁବନେଶ୍ୱର,୧୬ା୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଘଟିଥିଲା ୨ଟି ହତ୍ୟାକାଣ୍ଡ। ଗୋଟିଏ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଆଉ ଗୋଟିଏ ଶହୀଦନଗର ଥାନା ଅଞ୍ଚଳରେ। ତେବେ ଏହି ଦୁଇଟି...

ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…

ଭୁବନେଶ୍ୱର,୧୬ା୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପାର ବରିଷ୍ଠ ନେତା ଜୟନାରାୟଣ ମିଶ୍ର...

ଭୁବନେଶ୍ୱରରେ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟରର ଶାଖା

ଭୁବନେଶ୍ୱର, ୧୬।୩: ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର୍ ର ଶାଖା। ଏନେଇ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର...

ପ୍ରେମିକଙ୍କଠାରୁ ବାଟ ଅଲଗା କଲେ ପ୍ରିୟଙ୍କା

ମୁମ୍ବାଇ: ବ୍ରେକ୍‌ଅପ୍‌ କରିନେଇଛନ୍ତି ଟେଲି ପରଦାର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ପ୍ରିୟଙ୍କା ଚାହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା। ଉଭୟଙ୍କ ଅନ୍‌ସ୍କ୍ରିନ ଏବଂ ଅଫସ୍କ୍ରିନ୍‌ କେମେଷ୍ଟ୍ରି...

ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୧୬।୩: ରାଜ୍ୟରେ ପାରଦ ଉପରମୁହାଁ ରହିଛି। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ରବିବାର ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ଝାରସୁଗୁଡ଼ାରେ...

ମାର୍ଚ୍ଚ ୩୧ ପରେ ଆଉ ଧାନ କିଣା ହେବ ନାହିଁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୧୬।୪: ରାଜ୍ୟରେ ଖରିଫ ଧାନ କିଣା ସମ୍ପର୍କରେ ରବିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ଖରିଫ ଧାନ କିଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image